- 1 ଯେପରି ଖ୍ରୀଷ୍ଟଙ୍କ ଅନୁସରଣ କରୁଛି, ତୁମ୍ଭମାନେେ ସପରେି ଅନୁସରଣ କର।
- 2 ମୁଁ ତୁମ୍ଭମାନଙ୍କର ପ୍ରଶଂସା କରୁଛି କାରଣ ତୁମ୍ଭମାନେେ ମାେତେ ସମସ୍ତ ବିଷୟ ରେ ମନେ ପକାଉ ଅଛ। ମୁଁ ଯେଉଁ ଉପଦେଶ ଗୁଡ଼ିକ ଦଇେଥିଲି ସେ ଗୁଡ଼ିକୁ ସ୍ମରଣ ରେ ରଖି ପାଳନ କରୁଛ।
- 3 ମୁଁ ତୁମ୍ଭମାନଙ୍କୁ ଏହା ବୁଝାଇବା ପାଇଁ ଇଚ୍ଛା କରେ : ପ୍ରେତ୍ୟକକ ପୁରୁଷଲୋକର ମସ୍ତକ ହେଉଛନ୍ତି ଖ୍ରୀଷ୍ଟ, ସ୍ତ୍ରୀଲୋକର ମସ୍ତକ ହେଉଛନ୍ତି ପୁରୁଷ ଓ ଖ୍ରୀଷ୍ଟଙ୍କର ମସ୍ତକ ହେଉଛନ୍ତି ପରମେଶ୍ବର।
- 4 ଯେ କୌଣସି ପୁରୁଷଲୋକ ମସ୍ତକ ଆଚ୍ଛାଦନ କରି ପ୍ରାର୍ଥନା କରେ ବା ଭବିଷ୍ଯଦ୍ ବାଣୀ କ ହେ, ସେ ନିଜ ମସ୍ତକର ଅପମାନ କରେ।
- 5 ପ୍ରେତ୍ୟକକ ସ୍ତ୍ରୀ ମସ୍ତକ ଆଚ୍ଛାଦନ କରି ଭବିଷ୍ଯଦ୍ ବାଣୀ ଓ ପ୍ରାର୍ଥନା କରିବା ଉଚିତ୍। ଯଦି କୌଣସି ସ୍ତ୍ରୀ ମସ୍ତକ ଆଚ୍ଛାଦନ ନ କରି ପ୍ରାର୍ଥନା କରେ ବା ଭବିଷ୍ଯଦ୍ ବାଣୀ କ ହେ, ସେ ନିଜର ମସ୍ତକର ଅପମାନ କରେ। ଏହା ସହେି ସ୍ତ୍ରୀ ଲୋକର ମୁଣ୍ଡ ରେ ବାଳ ନ ଥିବା ସମାନ।
- 6 ଯଦି କୌଣସି ସ୍ତ୍ରୀ ମସ୍ତକ ଆଚ୍ଛାଦନ କରେ ନାହିଁ, ତା' ହେଲ ଏହା ସେ ମସ୍ତକର କେଶ କାଟିପକାଇବା ସଙ୍ଗେ ସମାନ। ମାତ୍ର କେଶ କାଟିବା ଓ ମସ୍ତକ ମୁଣ୍ଡନ କରିବା ସ୍ତ୍ରୀ ପକ୍ଷ ରେ ଲଜ୍ଜାଜନକ, ତେଣୁ ସେ ମସ୍ତକ ଆଚ୍ଛାଦନ କରିବା ଉଚିତ୍।
- 7 କିନ୍ତୁ ଜଣେ ପୁରୁଷ ନିଜର ମସ୍ତକ ଆଚ୍ଛାଦନ କରିବା ଅନୁଚିତ୍, କାରଣ ସେ ପରମେଶ୍ବରଙ୍କ ପ୍ରତିମୂର୍ତ୍ତି ରେ ସୃଷ୍ଟି ତାହାଙ୍କର ଗୌରବ ଅଟେ। କିନ୍ତୁ ଜଣେ ସ୍ତ୍ରୀ ପୁରୁଷର ଗୌରବ ସ୍ବରୂପ ଅଟେ।
- 8 ପୁରୁଷ ସ୍ତ୍ରୀ ଠାରୁ ଆସି ନାହିଁ। ସ୍ତ୍ରୀ ପୁରୁଷଠାରୁ ଆସିଛି।
- 9 ପୁରୁଷ ସ୍ତ୍ରୀ ପାଇଁ ସୃଷ୍ଟି ହାଇେ ନ ଥିଲା ; ବରଂ ସ୍ତ୍ରୀ ପୁରୁଷ ପାଇଁ ସୃଷ୍ଟି ହାଇେଥିଲା।
- 10 ଜଣେ ସ୍ତ୍ରୀ ଅଧିନତାର ଚିହ୍ନ ସ୍ବରୂପେ ଆପଣା ମସ୍ତକ ଆଚ୍ଛାଦନ କରିବା ଉଚିତ୍। ସ୍ବର୍ଗଦୂତମାନଙ୍କ ଲାଗି ମଧ୍ଯ ସେ ଏହା କରିବା ଉଚିତ।
- 11 କିନ୍ତୁ ପ୍ରଭୁଙ୍କ ଦୃଷ୍ଟି ରେ, ପୁରୁଷ ଠାରୁ ସ୍ତ୍ରୀ ସ୍ବତନ୍ତ୍ର ନୁହେଁ, ଓ ସ୍ତ୍ରୀ ଠାରୁ ପୁରୁଷ ସ୍ବତନ୍ତ୍ର ନୁହେଁ।
- 12 କାରଣ, ଯେପରି ପୁରୁଷ ଠାରୁ ସ୍ତ୍ରୀ ଆସିଛି, ସହେିପରି ସ୍ତ୍ରୀଠାରୁ ପୁରୁଷ ଜନ୍ମ ଗ୍ରହଣ କରିଛି। ପ୍ରକୃତ ରେ ପ୍ରେତ୍ୟକକ ବିଷୟ ପରମେଶ୍ବରଙ୍କ ଠାରୁ ଆସିଛି।
- 13 ଜଣେ ସ୍ତ୍ରୀ ମସ୍ତକ ଆଚ୍ଛାଦନ ନ କରି ପରମେଶ୍ବରଙ୍କୁ ପ୍ରାର୍ଥନା କରିବା କ'ଣ ଉଚିତ୍ କି ? ଏହା ତୁମ୍ଭମାନେେ ନିଜେ ନିର୍ଣ୍ଣୟ କର।
- 14 ପ୍ରକୃତି କ'ଣ ତୁମ୍ଭକୁ ଶିକ୍ଷା ଦଇେ ନାହିଁ ଯେ, କୌଣସି ପୁରୁଷ ବଡ଼ ବଡ଼ ବାଳ ରଖିବ ଲଜ୍ଜାଜନକ କଥା ?
- 15 କିନ୍ତୁ ଯଦି ଜଣେ ସ୍ତ୍ରୀର ଲମ୍ବା ବାଳ ଅଛି, ଏହା ତା'ପାଇଁ ଗୌରବର ବିଷୟ। ମସ୍ତକ ଆଚ୍ଛାଦନ କରିବା ପାଇଁ ସ୍ତ୍ରୀକୁ ଦୀର୍ଘ କେଶ ପ୍ରଦାନ କରାଯାଇଛି।
- 16 ଯଦି କିଏ ଏହି ବିଷୟ ରେ ୟୁକ୍ତି ତର୍କ କରିବା ପାଇଁ ଇଚ୍ଛା କରେ, ତବେେ ଆମ୍ଭେ କହିବୁ ଯେ, ଲୋକମାନଙ୍କ ଏପ୍ରକାର କାର୍ୟ୍ଯକଳାପଠାରୁ ଆମ୍ଭେ ବା ପରମେଶ୍ବରଙ୍କ ମଣ୍ଡଳୀ ସ୍ବୀକୃତ ଦବେ ନାହିଁ।
- 17 ବର୍ତ୍ତମାନ ମୁଁ ଯେଉଁ ବିଷୟ ରେ ତୁମ୍ଭମାନଙ୍କୁ କହୁଛି, ସେଥିପାଇଁ ମୁଁ ତୁମ୍ଭମାନଙ୍କର ପ୍ରଶଂସା କରୁ ନାହିଁ। ତୁମ୍ଭମାନଙ୍କର ସମବତେ ସଭାଗୁଡ଼ିକ ତୁମ୍ଭମାନଙ୍କ ମଙ୍ଗଳ କରିବା ପରିବର୍ତେ କ୍ଷତିକାରକ ହେଉଛି।
- 18 ପ୍ରଥମେ ମୁଁ ଶୁଣିଛି ଯେ, ତୁମ୍ଭମାନେେ ମଣ୍ଡଳୀ ସଭା ରେ ସମବତେ ହେଲା ବେଳେ ତୁମ୍ଭମାନଙ୍କ ମଧିଅରେ ଦଳ ଭଦେ ଘଟେ।
- 19 କେତକୋଂଶ ରେ ମୁଁ ଏହାକୁ ବିଶ୍ବାସ କରେ। ତୁମ୍ଭମାନଙ୍କ ମଧିଅରେ ମତଭଦେ ହବୋ ଆବଶ୍ଯକ କାରଣ ଏହା ଦ୍ବାରା ଯେଉଁମାନଙ୍କ ମତ ଠିକ୍ ତାହା ସ୍ପଷ୍ଟ ରୂପେ ଜଣାୟିବ।
- 20 ଅତଏବ, ତୁମ୍ଭମାନେେ ଯେତବେେଳେ ମଣ୍ଡଳୀ ରେ ସମବତେ ହୁଅ, ତୁମ୍ଭମାନେେ ପ୍ରକୃତ ରେ ପ୍ରଭୁଭୋଜ ପାଳନ କରି ନ ଥାଅ।
- 21 କାରଣ ତୁମ୍ଭମାନେେ ଖାଇଲା ବେଳେ ଅନ୍ୟମାନଙ୍କ ପାଇଁ ଅପେକ୍ଷା ନ କରି ନିଜ ନିଜର ଭୋଜ ଖାଅ। ଫଳତଃ, କହେି କହେି ୟଥେଷ୍ଟ ଖାଇବା ଓ ପିଇବାକୁ ପାଆନ୍ତି ନାହିଁ, ଅପରପକ୍ଷ ରେ ଅନ୍ୟମାନେ ଅତ୍ଯଧିକ ଖାଇପିଇ ମାତାଲ ହାଇେ ଯାନ୍ତି।
- 22 ତୁମ୍ଭମାନେେ ନିଜ ନିଜର ଘ ରେ ଖାଇ ପିଇ ପାରିବ। ତୁମ୍ଭମାନଙ୍କ ପାଇଁ ପରମେଶ୍ବରଙ୍କ ମଣ୍ଡଳୀର ଯେପରି ଗୁରୁତ୍ବ ନାହିଁ, ଏହି କାର୍ୟ୍ଯରୁ ଜଣାପଡ଼େ। ତୁମ୍ଭମାନେେ ଦରିଦ୍ର ଲୋକଙ୍କୁ ଲଜ୍ଜା ଦେଉଛ। ମୁଁ ତୁମ୍ଭମାନଙ୍କୁ କ'ଣ ବା କହିବି ? ଏହି କାମ ପାଇଁ କ'ଣ ମୁଁ ତୁମ୍ଭମାନଙ୍କ ପ୍ରଶଂସା କରିବି ? ନା । ଏଥିପାଇଁ ମୁଁ ତୁମ୍ଭମାନଙ୍କୁ ପ୍ରଶଂସା କରିବି ନାହିଁ।
- 23 ଯେଉଁ ଶିକ୍ଷା ମୁଁ ପ୍ରଭୁଙ୍କ ଠାରୁ ଗ୍ରହଣ କରିଥିଲି, ସହେି ସମାନ ଶିକ୍ଷା ତୁମ୍ଭମାନଙ୍କୁ ଦଲେି। ଯେଉଁ ରାତ୍ରି ରେ ଯୀଶୁଙ୍କୁ ହତ୍ଯା କରିବା ପାଇଁ ଧରାଇ ଦିଆଯାଇଥିଲା। ସହେି ରାତ୍ରି ରେ ସେ ରୋଟୀ ନେଲେ ଓ ତା' ପାଇଁ ଧନ୍ଯବାଦ ଦଇେଥିଲେ।
- 24 ତା'ପରେ ସହେି ରୋଟୀକୁ ଛିଣ୍ଡାଇ ସେ କହିଲେ : "ଏହା ତୁମ୍ଭମାନଙ୍କ ନିମନ୍ତେ ମାରେ ଶରୀର। ମାେତେ ସ୍ମରଣ କରିବା ପାଇଁ ତୁମ୍ଭମାନେେ ଏହା କର।"
- 25 ସହେିପରି ସମାନେେ ଖାଇ ସାରିଲା ପରେ, ସେ ପାନପାତ୍ର ନେଲେ ଓ କହିଲେ : "ଏହି ପାନପାତ୍ର ମାହେର ରକ୍ତ ରେ ସ୍ଥାପିତ ନୂତନ ଚୁକ୍ତିର ନିଦର୍ଶନ। ତୁମ୍ଭମାନେେ ଯେତେଥର ଏହି ପାତ୍ରକୁ ପାନ କରିବ, ମାେତେ ସ୍ମରଣ କରିବା ପାଇଁ ତାହା କରିବ।"
- 26 ପ୍ରେତ୍ୟକକ ଥର ଏହି ରୋଟୀ ଖାଇଲା ବେଳେ ଓ ଏହି ପାନପାତ୍ରରୁ ପାନ କଲା ବେଳେ, ପ୍ରଭୁଙ୍କ ଦିନ ଆସିବା ପର୍ୟ୍ଯନ୍ତ, ପ୍ରଭୁଙ୍କ ମୃତ୍ଯୁର ଘାଷେଣା କରୁଥିବ।
- 27 ଅତଏବ, ଯେଉଁ ଲୋକ ରୋଟୀ ଓ ପ୍ରଭୁଙ୍କର ପିଆଲାରୁ ଅନୁଚିତ ଭାବରେ ଗ୍ରହଣ କରେ, ସେ ପ୍ରଭୁଙ୍କର ଶରୀର ଓ ରକ୍ତର ଅବମାନନା କରେ।
- 28 ପ୍ରେତ୍ୟକକଲୋକ ରୋଟୀ ଖାଇବା ପୂର୍ବରୁ ଓ ପିଆଲାରୁ ପିଇବା ପୂର୍ବରୁ ନିଜ ହୃଦୟକୁ ପରୀକ୍ଷା କରିନବୋ ଦରକାର।
- 29 ଯଦି ଜଣେ ପ୍ରଭୁଙ୍କ ଶରୀରକୁ ବିଶଷେ ନ ମଣି ଏହି ରୋଟୀକୁ ଖାଏ ଓ ଏହି ପିଆଲାରୁ ପିଏ, ତା' ହେଲେ ସେ ଏହା ଖାଇବା ଓ ପିଇବା ଦ୍ବାରା ଦୋଷୀ ସାବ୍ଯସ୍ତ ହୁଏ।
- 30 ସେଥିପାଇଁ ତୁମ୍ଭମାନଙ୍କ ମଧିଅରେ ଅନକେ ଦୁର୍ବଳ ଓ ରୋଗୀ ଅଛନ୍ତି ଓ ଅନକେ ମୃତ ହେଲଣେି।
- 31 କିନ୍ତୁ ଯଦି ଆମ୍ଭେ ନିଜକୁ ପରୀକ୍ଷା କରି ନବୋ, ତା' ହେଲେ ଆମ୍ଭକୁ ପ୍ରଭୁଙ୍କ ଦ୍ବାରା ବିଚାରିତ ହବୋକୁ ପଡ଼ିବ ନାହିଁ।
- 32 ପ୍ରଭୁ ଯେତବେେଳେ ଆମ୍ଭର ବିଚାର କରନ୍ତି, ସେ ଠିକ୍ ବାଟ ଦଖାଇବୋ ଲାଗି ଆମ୍ଭ ପ୍ରତି ଦଣ୍ଡ ବିଧାନ କରନ୍ତି। ଆମ୍ଭେ ଯେପରି ଜଗତର ଅବଶିଷ୍ଟ ଲୋକମାନଙ୍କ ସହିତ ଦଣ୍ଡାଜ୍ଞା ପାଇବୁ ନାହିଁ, ସେଥିଲାଗି ସେ ଏପରି କରନ୍ତି।
- 33 ଅତଏବ, ହେ ଭାଇ ଓ ଭଉଣୀମାନେ ଯେତବେେଳେ ଭୋଜନ କରିବା ପାଇଁ ତୁମ୍ଭମାନେେ ଏକାଠି ଆସିଛ, ପରସ୍ପର ଏକଆ ରକେ ଲାଗି ଅପେକ୍ଷା କର।
- 34 ଯଦି କାହାକୁ ବହୁତ ଭୋକ ଲାଗୁଛି, ସେ ଘ ରେ ଖାଇ ଦବୋ ଉଚିତ, ୟଦ୍ଦ୍ବାରା ପ୍ରଭୁଭୋଜ ସଭା ରେ ତୁମ୍ଭମାନଙ୍କ ଆଚରଣ ହତେୁ ପ୍ରଭୁଙ୍କ ଦ୍ବାରା ବିଚାରିତ ହବେ ନାହିଁ। ମୁଁ ଯବେେ ଆସିବି, ଅବଶିଷ୍ଟ ବିଷୟ ରେ କ'ଣ କରିବାକୁ ହବେ କହିବି।
1 Corinthians 11
- Details
- Parent Category: New Testament
- Category: 1 Corinthians
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 11