wheel

AJC Publications and Media Portal

 

But the Comforter, which is the Holy Ghost, whom the Father will send in my name, he shall teach you all things,
and bring all things to your remembrance, whatsoever I have said unto you. John 14:26


କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ରଅଧ୍ୟାୟ 13
  • 1 ଯଦି ମୁଁ ମଣିଷମାନଙ୍କର ବିଭିନ୍ନ ଭାଷା ରେ ବା ସ୍ବର୍ଗଦୂତଙ୍କ ଭାଷା ରେ କହିପା ରେ, ମାତ୍ର ମାଠାେ ରେ ପ୍ ରମେ ନାହିଁ, ତାହାହେଲେ ମୁଁ ଶବ୍ଦ କାରକ ପିଟା ଘଣ୍ଟା ବା ଝାଞ୍ଜ ଭଳି ଅଟେ।
  • 2 ମାେ ପାଖ ରେ ଭାବବାଣୀ କହିବାର ଶକ୍ତି ଥାଇ ପା ରେ, ମୁଁ ପରମେଶ୍ବରଙ୍କ ସମସ୍ତ ନିଗୂଢ଼ ତତ୍ତ୍ବ ଜାଣି ଥାଇ ପା ରେ, ମାରେସମସ୍ତ ଜ୍ଞାନ ଥାଇପା ରେ, ପର୍ବତକୁ ସ୍ଥାନାନ୍ତର କରିବା ନିମନ୍ତେ ମାହେର ସମ୍ପୂର୍ଣ୍ଣ ବିଶ୍ବାସ ଥାଇପା ରେ, କିନ୍ତୁ ଯଦି ମାଠାେ ରେ ପ୍ ରମେ ନାହିଁ, ତା' ହେଲେ ମୁଁ କିଛି ନୁହେଁ।
  • 3 ଯଦି ମୁଁ ମାରେ ସମସ୍ତ ସମ୍ପତ୍ତି ଦରିଦ୍ରକୁ ଖୁଆଇବା ପାଇଁ ଦାନ କରି ଦଇପୋ ରେ, ବା ନିଜ ଶରୀରକୁ ଦଗ୍ଧ ହବୋ ପାଇଁ ସମର୍ପଣ କରି ଦଇପୋ ରେ, ମାତ୍ର ମାହେର ପ୍ ରମେ ନ ଥାଏ, ତବେେ ମୁଁ କିଛି ପାଇବି ନାହିଁ।
  • 4 ପ୍ ରମେ ଦୀର୍ଘ ସହିଷ୍ଣୁ। ପ୍ ରମେ ଦୟାବାନ। ପ୍ ରମେ ରେ ଇର୍ଷା ନ ଥାଏ। ସେ ଗର୍ବ କରେ ନାହିଁ, ସେ ଅହଂକାରୀ ନୁହେଁ।
  • 5 ପ୍ ରମେ ଅନୁଚିତ ବ୍ଯବହାର କରେ ନାହିଁ, ସ୍ବାର୍ଥ ଚେଷ୍ଟା କରେ ନାହିଁ। ସହଜ ରେ ବିରକ୍ତ ହୁଏ ନାହିଁ। ପ୍ ରମେ କବେେ ହେଲେ ତା'ପ୍ରତି ହାଇେଥିବା ଅପକାରକୁ ମନ ରେଖ ନାହିଁ।
  • 6 ସେ ଅଧର୍ମ ରେ କଦାପି ଆନନ୍ଦ କରେ ନାହିଁ, ମାତ୍ର ସେ ସତ୍ଯ ରେ ଆନନ୍ଦ କରେ।
  • 7 ପ୍ ରମେ ସମସ୍ତ ବିଷୟ ସହ୍ଯ କରେ। ପ୍ ରମେ ସମସ୍ତ ବିଶ୍ବାସ କରେ ; ସମସ୍ତ ଭରସା କରେ, ସବୁ ବିଷୟ ରେ ର୍ଧୈୟ୍ଯ ଧରି ରହେ।
  • 8 ପ୍ ରମେ କଦାପି ଶଷେ ହୁଏ ନାହିଁ। ଯଦି ଭାବବାଣୀ ଥାଏ, ତାହା ଲୋପ ହବେ, ଅନକେ ଭାଷା କହିବା ଶକ୍ତି ବନ୍ଦ ହାଇଯେିବ ; ଯଦି ଜ୍ଞାନ ଥାଏ ତାହା ଲୋପ ହବେ।
  • 9 କାରଣ ଆମ୍ଭକୁ ଜ୍ଞାନ ଓ ଭବିଷ୍ଯତ୍ ବାଣୀ ଆଂଶିକ ହବୋରୁ ଏହା ଲୋପ ହବେ।
  • 10 କିନ୍ତୁ ସିଦ୍ଧ ବିଷୟ ଉପସ୍ଥିତ ହେଲେ ସମସ୍ତ ଆଂଶିକ ବିଷୟ ଲୋପ ହବେ।
  • 11 ମୁଁ ଯେତବେେଳେ ଶିଖୁଥିଲି, ମୁଁ ଶିଶୁ ପରି କହୁଥିଲି, ମୁଁ ଶିଶୁ ପରି ବିଚାର କରୁଥିଲି, ମୁଁ ଶିଶୁ ପରି ଯୋଜନା କରୁଥିଲି। ଯେତବେେଳେ ମୁଁ ବୟସ୍କ ହଲିେ, ମୁଁ ସହେି ଶିଶୁ ବଳରେ କଥାଗୁଡ଼ିକୁ ଛାଡ଼ି ଦଲେି।
  • 12 ସହେି ପ୍ରକାର ଆମ୍ଭେ ଗୋଟିଏ ଦର୍ପଣ ସାହାୟ୍ଯ ରେ ଦେଖୁଛୁ, କିନ୍ତୁ ସେତବେେଳେ ଆମ୍ଭେ ପୁଷ୍ପ ଦେଖିବା। ମୁଁ ଏବେ କବଳେ ଆଂଶିକଭାବରେ ଜାଣିଛି, କିନ୍ତୁ ସେତବେେଳେ ପରମେଶ୍ବର ମାେତେ ଯେପରି ଜାଣିଛନ୍ତି, ସହେିପରି ମୁଁ ସମ୍ପୂର୍ଣ୍ଣ ଭାବରେ ଜାଣିବି।
  • 13 ଅତଏବ ବିଶ୍ବାସ, ଭରସା ଓ ପ୍ ରମେ ସ୍ଥାଯୀ ଅଟେ। ଉକ୍ତ ତିନୋଟି ମଧ୍ଯରୁ ପ୍ ରମେ ହେଉଛି ସର୍ବୋତ୍କୃଷ୍ଟ।