wheel

AJC Publications and Media Portal

 

But the Comforter, which is the Holy Ghost, whom the Father will send in my name, he shall teach you all things,
and bring all things to your remembrance, whatsoever I have said unto you. John 14:26


କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ରଅଧ୍ୟାୟ 3
  • 1 ଆମ୍ଭେ କ'ଣ ପୁନର୍ବାର ନିଜ ପ୍ରଶଂସା ନିଜେ କରିବାକୁ ଆରମ୍ଭ କରିଅଛୁ ? ଆମ୍ଭେ କ'ଣ ତୁମ୍ଭମାନଙ୍କଠାରୁ ବା ତୁମ୍ଭମାନଙ୍କ ପାଖକୁ ପ୍ରଶଂସା ପତ୍ର ନବୋ ଦରକାର କି ? କେତକେ ଲୋକ ଏପରି କରନ୍ତି।
  • 2 ତୁମ୍ଭମାନେେ ନିଜେ ଆମ୍ଭର ପ୍ରଶଂସା ପାତ୍ର ଅଟ। ଏହା ଆମ୍ଭ ହୃଦୟ ରେ ଲେଖି ହାଇେ ରହିଛି। ଏହା ସମସ୍ତଙ୍କୁ ଜଣା ଓ ସମସ୍ତେ ତାହାକୁ ପଢ଼ି ପାରିବେ।
  • 3 ଏହା ସ୍ପଷ୍ଟ ଯେ, ତୁମ୍ଭମାନେେ ଆମ୍ଭ ମାଧ୍ଯମ ରେ ଖ୍ରୀଷ୍ଟଙ୍କ ପ୍ ରରେିତ ଏକ ପତ୍ର ସ୍ବରୂପ। ଏହି ଚିଠିଟି କାଳି ରେ ନୁହେଁ, ମାତ୍ର ଜୀବନ୍ତ ପରମେଶ୍ବରଙ୍କ ଆତ୍ମା ଦ୍ବାରା ଲଖାେ ଯାଇଛି। ଏହା ପ୍ରସ୍ତର ଫଳକ ଉପରେ ଖାଦେିତ ନୁହେଁ ବରଂ ମନୁଷ୍ଯର ହୃଦୟ ରେ ଲିଖିତ।
  • 4 ଯୀଶୁ ଖ୍ରୀଷ୍ଟଙ୍କ ହତେୁ ପରମେଶ୍ବରଙ୍କ ଠା ରେ ଆମ୍ଭର ନିଶ୍ଚିତ ଭରସା ଥିବାରୁ ଆମ୍ଭେ ଏହା କହି ପାରୁ।
  • 5 ଆମ୍ଭେ ନିଜେ ସମସ୍ତ ଉତ୍ତମ କର୍ମ କରିପାରୁ, ତାହା ନୁହେଁ, କିନ୍ତୁ ଆମ୍ଭକୁ ଏହି ସାମର୍ଥ୍ଯ ପରମେଶ୍ବରଙ୍କଠାରୁ ପ୍ରାପ୍ତ ହାଇେଛି।
  • 6 ସେ ଆମ୍ଭକୁ ଗୋଟିଏ ନୂତନ ଚୁକ୍ତିର ସବେକ ହବୋ ପାଇଁ ଯୋଗ୍ଯ ବିବଚେିତ କରିଛନ୍ତି। ଏହା ଲିଖିତ ନିୟମ ନୁହେଁ, ବରଂ ଆତ୍ମାର ଗୋଟିଏ ଚୁକ୍ତି ଅଟେ। ଲିଖିତ ନିୟମ ମୃତ୍ଯୁ ଆଣେ। କିନ୍ତୁ ଆତ୍ମା ଜୀବନ ପ୍ରଦାନ କରେ।
  • 7 ମୃତ୍ଯୁଦାୟକ ସବୋର ବ୍ଯବସ୍ଥା ଶିଳା ଲଖାେ ହାଇେ ଥିଲା। ଏହା ପରମେଶ୍ବରଙ୍କ ମହିମା ରେ ପୂର୍ଣ୍ଣ ଥିଲା। ତଦ୍ଦ୍ବାରା ମାଶାଙ୍କେ ଚେ ହରୋ ଏତେ ତଜେସ୍ବୀ ହେଲା ଯେ, ଇଶ୍ରାୟେଲର ଲୋକେ ତାହାଙ୍କ ଚେ ହରୋକୁ ଦେଖି ମଧ୍ଯ ପାରିଲେ ନାହିଁ। ଏହି ତଜେ ପରେ ଲୋପ ପାଇଗଲା।
  • 8 ତା ହେଲେ ଆତ୍ମାଙ୍କର ଜୀବନଦାୟକ ସବୋ କେତେ ଅଧିକ ମହିମାୟୁକ୍ତ ନ ହବେ ?
  • 9 ଯାହା ଲୋକମାନଙ୍କୁ ଦୋଷୀ ପ୍ରମାଣିତ କରେ ସଭେଳି ସବୋ ରେ ଯଦି ପ୍ରଭୁଙ୍କ ମହିମା ଅଛି ; ତା' ହେଲେ ଯେଉଁ ସବୋ ଲୋକମାନଙ୍କୁ ପରମେଶ୍ବରଙ୍କ ଦୃଷ୍ଟି ରେ ଧାର୍ମିକ ଗଣିତ କରେ, ତାହାର ମହିମା ନିଶ୍ଚିତଭାବେ ଅଧିକ ହବେ।
  • 10 ପୁରାତନ ସବୋ ରେ ମହିମା ଥିଲା, କିନ୍ତୁ ଅଧିକ ମହିମାୟୁକ୍ତ ନୂତନ ସବୋ ସହିତ ତୁଳନା କଲେ, ସହେି ପ୍ରଥମ ମହିମା କିଛି ନୁହେଁ।
  • 11 ଯେଉଁ ସବୋ ଅଦୃଶ୍ଯ ହେଲା, ତାହା ଯଦି ମହିମା ସହିତ ଆସିଥିଲା, ତା' ହେଲେ ଏହି ଅନନ୍ତ କାଳସ୍ଥାଯୀ ସବୋ ଅତ୍ଯଧିକ ମହିମାମୟ ହବୋ ସ୍ବାଭାବିକ।
  • 12 ଆମ୍ଭମାନଙ୍କଠା ରେ ଏହି ପ୍ରକାରର ଭରସା ରଖିଥିବା ହତେୁ ଆମ୍ଭେ ଅତି ସାହସୀ।
  • 13 ଆମ୍ଭେ ମାଶାଙ୍କେ ଭଳି ନୋହୁଁ। ସେ ନିଜ ମୁଖ ମଣ୍ଡଳ ଉପରେ ଗୋଟିଏ ଆବରଣ ପକାଇଥିଲେ। ଇଶ୍ରାୟେଲର ଲୋକେ ଯେପରି ତାହାଙ୍କ ମୁହଁକୁ ଦେଖି ନ ପାରିବେ ତେଣୁ ମାଶାେ ମୁଖ ଆଚ୍ଛାଦନ କରିଥିଲେ। ତହିଁର ମହିମା କମି କମି ଯାଉଥିଲା, ଓ ଲୋକେ ଏହି ସବୋର ଅନ୍ତ ଦେଖନ୍ତୁ, ମାଶାେ ଏହା ଇଚ୍ଛା କରୁ ନ ଥିଲେ।
  • 14 କିନ୍ତୁ ସମାନଙ୍କେର ମନଗୁଡ଼ିକ ଅବରୁଦ୍ଧ ହାଇେ ଯାଇଥିଲା। ଏପରିକି ଆଜି ମଧ୍ଯ ସମାନେେ ଯେତବେେଳେ ପୁରାତନ ଚୁକ୍ତିକୁ ପଢ଼ନ୍ତି ସହେି ଆବରଣଟି ଅର୍ଥକୁ ଲୁଚାଇ ରେଖ। ସେ ଆବରଣ କଢ଼ା ଯାଇ ନାହିଁ। କବଳେ ଖ୍ରୀଷ୍ଟ ଯୀଶୁ ଏହି ଆବରଣ ଦୂର କରିଛନ୍ତି।
  • 15 କିନ୍ତୁ ଏପରି କି ଆଜି ଯେତବେେଳେ ଏହି ଲୋକମାନେ ମାଶାଙ୍କେ ନିୟମକୁ ପଢ଼ନ୍ତି, ସହେି ଆବରଣ ହତେୁ ସମାନେେ ଏଥିର ଅର୍ଥ ବୁଝି ପାରନ୍ତି ନାହିଁ।
  • 16 କିନ୍ତୁ ଜଣେ ଲୋକ ଯେତବେେଳେ ପରିବର୍ତ୍ତିତ ହୁଏ ଓ ସେ ପ୍ରଭୁଙ୍କ ଅନୁସରଣ କରେ, ସହେି ଆବରଣଟି ବାହାର କରିଦିଆ ଯାଏ।
  • 17 ପ୍ରଭୁ ଆତ୍ମା ଅଟନ୍ତି। ଯେଉଁଠା ରେ ପ୍ରଭୁଙ୍କର ଆତ୍ମା ବିଦ୍ଯମାନ, ସହେିଠା ରେ ସ୍ବାଧୀନତା ଅଛି।
  • 18 ଆମ୍ଭ ଚେ ହରୋଗୁଡ଼ିକ ଆଚ୍ଛାଦିତ ନୁହେଁ। ଆମ୍ଭେ ସମସ୍ତେ ପ୍ରଭୁଙ୍କର ମହିମା ପ୍ରତିଫଳିତ କରିପାରୁ। ଆମ୍ଭେ ତାହାଙ୍କ ଭଳି ହବୋକୁ ନିଜକୁ ପରିବର୍ତ୍ତିତ କରୁ। ଏହି ପରିବର୍ତ୍ତନ ଆମ୍ଭ ଭିତ ରେ ଅଧିକରୁ ଅଧିକ ମହିମା ଆଣିଦିଏ। ଉକ୍ତ ମହିମା ପ୍ରଭୁଙ୍କଠାରୁ ଅର୍ଥାତ୍ ଆତ୍ମାଙ୍କଠାରୁ ପ୍ରାପ୍ତ ହେଉ।