wheel

AJC Publications and Media Portal

 

But the Comforter, which is the Holy Ghost, whom the Father will send in my name, he shall teach you all things,
and bring all things to your remembrance, whatsoever I have said unto you. John 14:26


କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 2
  • 1 ମୁଁ ଚା ହେଁ ତୁମ୍ଭମାନେେ ଜାଣିରଖ ଯେ ତୁମ୍ଭମାନଙ୍କୁ ସାହାୟ୍ଯ କରିବା ପାଇଁ ମୁଁ କଠିନ ପରିଶ୍ରମ କରୁଛି। ଏବଂ ଲାଅଦକୀଆ ରେ ଥିବା ଲୋକମାନଙ୍କୁ ଓ ମାେତେ ଦେଖି ନ ଥିବା ଅନ୍ୟ ଲୋକମାନଙ୍କୁ ମଧ୍ଯ ମୁଁ ସାହାୟ୍ଯ କରିବାକୁ ଚେଷ୍ଟା କରୁଛି।
  • 2 ମୁଁ ଇଚ୍ଛା କରେ ଯେ ସମାନେେ ପ୍ ରମେ ରେ ବାନ୍ଧି ହାଇେ ଶକ୍ତିଶାଳୀ ହୁଅନ୍ତୁ। ମୁଁ ଏହା ମଧ୍ଯ ଇଚ୍ଛା କରେ ଯେ ସମାନେେ ବୋଧଶକ୍ତି ଦ୍ବାରା ପ୍ରାପ୍ତ ଦୃଢ଼ ବିଶ୍ବାସ ରେ ଧନୀ ହୁଅନ୍ତୁ। ମାରଇେଚ୍ଛା ଯେ ତୁମ୍ଭମାନେେ ପରମେଶ୍ବରଙ୍କ ଦ୍ବାରା ଜ୍ଞାତ କରାଯାଇଥିବା ଗୁପ୍ତ ସତ୍ଯ ଅର୍ଥାତ୍ ଖ୍ରୀଷ୍ଟଙ୍କୁ ପୂର୍ଣ୍ଣ ଭାବରେ ଜାଣ।
  • 3 ଖ୍ରୀଷ୍ଟଙ୍କଠା ରେ ଜ୍ଞାନ ଓ ବିଜ୍ଞତାର ଭଣ୍ଡାର ସୁରକ୍ଷିତ ରଖା ହାଇେଛି।
  • 4 ମାରେ ଏପରି କହିବା ଉଦ୍ଦେଶ୍ଯ ଯେ ତୁମ୍ଭମାନଙ୍କୁ ଯେପରି କହେି ଭଲ ବୋଲି ଜଣା ପଡ଼ୁଥିବା ଅସତ୍ଯ ଶିକ୍ଷା ଦ୍ବାରା ବିଭ୍ରାନ୍ତ କରି ନ ଦେଉ।
  • 5 ମୁଁ ମାେ ଶରୀର ରେ ତୁମ୍ଭ ସହିତ ସଠାେରେ ନାହିଁ, କିନ୍ତୁ ମାରେଆତ୍ମା ସଠାେରେ ଅଛି। ମୁଁ ତୁମ୍ଭମାନଙ୍କ ଉତ୍ତମ ଜୀବନ ଓ ତୁମ୍ଭମାନଙ୍କର ଖ୍ରୀଷ୍ଟଙ୍କଠା ରେ ବଳିଷ୍ଠ ବିଶ୍ବାସ ଦେଖି ପ୍ରସନ୍ନ ଅଟେ।
  • 6 ତୁମ୍ଭେ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କୁ ଗ୍ରହଣ କରିଛ। ଅତଏବ କୌଣସି ଅସ୍ଥିରଚିତ୍ତ ନ ହାଇେ ତାହାଙ୍କୁ ଅନୁସରଣ କରିଚାଲ।
  • 7 ତୁମ୍ଭେ କବଳେ ତାଙ୍କ ଉପରେ ନିର୍ଭର କର। ଜୀବନ ଓ ଶକ୍ତି ତାଙ୍କଠାରୁ ଆ ସେ। ତୁମ୍ଭକୁ ସତ୍ଯର ଶିକ୍ଷା ଦିଆ ଯାଇଛି। ସହେି ସତ୍ଯ ଶିକ୍ଷା ଉପରେ ତୁମ୍ଭର ଦୃଢ଼ ଆସ୍ଥା ରହିଥିବା ଉଚିତ୍। ପରମେଶ୍ବରଙ୍କୁ ସବୁବେଳେ ଧନ୍ଯବାଦ ଦେଉଥାଅ।
  • 8 ସାବଧାନ ରୁହ, ଯେପରି କହେି ତୁମ୍ଭକୁ ଅନର୍ଥକ, ଅସତ୍ଯ ଚିନ୍ତାଧାରା ଓ ବାକ୍ଯ ଦ୍ବାରା ଭ୍ରାନ୍ତ ନ କରୁ। ଏହିଭଳି ଧାରଣାସବୁ ଖ୍ରୀଷ୍ଟଙ୍କଠାରୁ ନୁହେଁ, ମନୁଷ୍ଯଠାରୁ ଉତ୍ପନ୍ନ ହୁଏ। ଏହି ଧାରଣାଗୁଡ଼ିକ ହେଉଛି ସଂସାରର ଲୋକମାନଙ୍କର ମୂଲ୍ଯହୀନ ଧାରଣା।
  • 9 ପରମେଶ୍ବର ଖ୍ରୀଷ୍ଟଙ୍କଠା ରେ ପାର୍ଥିବ ଶରୀର ଧାରଣ କରି ବାସ କଲେ।
  • 10 ଖ୍ରୀଷ୍ଟଙ୍କଠା ରେ ତୁମ୍ଭେ ସମ୍ପୂର୍ଣ୍ଣ ଅଟ। ତୁମ୍ଭର ଆଉ କିଛି ଦରକାର ନାହିଁ। ସେ ହେଉଛନ୍ତି ଶାସକମାନଙ୍କର ଓ ଶକ୍ତିଗୁଡ଼ିକର ଶାସକ ବା ପ୍ରଧାନ।
  • 11 ଖ୍ରୀଷ୍ଟଙ୍କଠା ରେ ତୁମ୍ଭମାନେେ ଏକ ଭିନ୍ନ ପ୍ରକାରର ସୁନ୍ନତ ହାଇେଛ। ଏହି ସୁନ୍ନତ କୌଣସି ମଣିଷର ହାତ କରି ନାହିଁ। ଅର୍ଥାତ୍ ତୁମ୍ଭମାନଙ୍କୁ ତୁମ୍ଭର ପାପପୂର୍ଣ୍ଣ ଶକ୍ତିରୁ ମୁକ୍ତ କରାଯାଇଛି। ଖ୍ରୀଷ୍ଟ ଏହିଭଳି ସୁନ୍ନତ କରନ୍ତି।
  • 12 ତୁମ୍ଭେ ଯେତବେେଳେ ବାପ୍ତିଜିତ ହାଇେଥିଲ, ତୁମ୍ଭର ପୁରୁଣା ସ୍ବଭାବର ମୃତ୍ଯୁ ହେଲା ଓ ତୁମ୍ଭେ ଖ୍ରୀଷ୍ଟଙ୍କଠା ରେ କବର ପ୍ରାପ୍ତ ହେଲ। ସହେି ବାପ୍ତିସ୍ମ ରେ ପରମେଶ୍ବରଙ୍କ ଶକ୍ତି ରେ ତୁମ୍ଭେ ବିଶ୍ବାସ କରିଥିବା ହତେୁ ତୁମ୍ଭେ ଖ୍ରୀଷ୍ଟଙ୍କ ସହିତ ପୁଣି ପୁନରୁଥିତ ହେଲ। ଯେତବେେଳେ ଖ୍ରୀଷ୍ଟ ମୃତ୍ଯୁରୁ ପୁନର୍ଜୀବିତ ହେଲେ, ସେତବେେଳେ ପରମେଶ୍ବରଙ୍କ ଶକ୍ତି ଦଖାେ ଯାଇଥିଲା।
  • 13 ତୁମ୍ଭେ ନିଜର ପାପ ହତେୁରୁ ଏବଂ ତୁମ୍ଭର ପାପ ସ୍ବଭାବ ହତେୁ ସ୍ବାଧୀନ ନ ଥିବାରୁ ଆତ୍ମିକ ଭାବରେ ମୃତ ଥିଲ। କିନ୍ତୁ ପରମେଶ୍ବର ତୁମ୍ଭକୁ ଖ୍ରୀଷ୍ଟଙ୍କ ସହିତ ପୁନର୍ଜୀବିତ କଲେ। ଏହା ସହିତ ପରମେଶ୍ବର ଆମ୍ଭର ସମସ୍ତ ପାପଗୁଡ଼ିକୁ କ୍ଷମା ମଧ୍ଯ କଲେ।
  • 14 ନିୟମଗୁଡ଼ିକ ପାଳନ ନ କରି ପାରିବା ଦ୍ବାରା, ଆମ୍ଭ ବିରୁଦ୍ଧ ରେ ଲଖାେ ଯାଇଥିବା ଚିଠାଟିକୁ ପରମେଶ୍ବର ବ୍ଯର୍ଥ ବୋଲି ପ୍ରମାଣିତ କରି, ଆମ୍ଭକୁ କ୍ଷମା କଲେ। ଆମ୍ଭର ବିରୁଦ୍ଧାତ୍ମକ ସହେି ଚିଠାକୁ ପରମେଶ୍ବର ନଇଗେଲେ ଓ କ୍ରୁଶ ଉପରେ ଟଙ୍ଗାଇ ଦେଲେ।
  • 15 ପରମେଶ୍ବର ଆତ୍ମିକ ଶାସକ ଓ ଶକ୍ତିଗୁଡ଼ିକୁ ପରାଜିତ କଲେ। କ୍ରୁଶ ଦ୍ବାରା ସେ ଏମାନଙ୍କୁ ପରାଜିତ କଲେ ଓ ନିଜେ ବିଜଯୀ ହେଲେ। ପରମେଶ୍ବର ସଂସାରକୁ ଦଖାଇେ ଦେଲେ ଯେ ସମାନେେ ଶକ୍ତିହୀନ ଅଟନ୍ତି।
  • 16 ତେଣୁ ୟିହୁଦୀମାନଙ୍କର ଖାଇବା ଓ ପିଇବା କିଅବା ବିଧିବିଧାନ, (ଅର୍ଥାତ୍ ଉତ୍ସବଗୁଡ଼ିକ ମାସର ପ୍ରତିପଦାଗୁଡ଼ିକ, ବା ବିଶ୍ରାମବାରଗୁଡ଼ିକ)289 ବିଷୟ ରେ କୌଣସି ଲୋକ ଯେପରି ନିୟମ ତିଆରି ନ କରୁ।
  • 17 ପୂର୍ବ କାଳ ରେ ଏଗୁଡ଼ିକ ଭବିଷ୍ଯତ ରେ ଘଟିବାକୁ ଯାଉଥିବା ଘଟଣାଗୁଡ଼ିକର ଛାଯା ମାତ୍ର ଥିଲା। କିନ୍ତୁ ଯାହା ସବୁ ଘଟିବାକୁ ଥିଲା, ସଗେୁଡ଼ିକର ବାସ୍ତବରୂପ ହେଉଛନ୍ତି ଖ୍ରୀଷ୍ଟ।
  • 18 କେତକେ ଲୋକ, ନିଜକୁ ନମ୍ର ବୋଲି ଦଖାେନ୍ତି ଓ ସ୍ବର୍ଗଦୂତମାନଙ୍କୁ ପୂଜା କରିବାକୁ ଭଲ ପାଆନ୍ତି। ସମାନେେ ସବୁବେଳେ ଦେଖିଥିବା ଦର୍ଶନ ବିଷୟ ରେ କଥାବାର୍ତ୍ତା କରନ୍ତି। ଏଭଳି ଲୋକଙ୍କୁ କହିବାକୁ ପ୍ରଶ୍ରୟ ଦିଅ ନାହିଁ ଯେ, "ତୁମ୍ଭମାନେେ ଦର୍ଶନ କରୁ ନାହଁ, ସ୍ବର୍ଗଦୂତମାନଙ୍କ ପୂଜା କରୁ ନାହଁ, ସେଥିପାଇଁ ତୁମ୍ଭେ ଭୁଲ୍ ।" ଏହି ଲୋକ ପ୍ରକୃତ ରେ କବଳେ ମନୁଷ୍ଯମାନଙ୍କ ବିଚାର ରେ ବୁଡ଼ି ରହିଥିବାରୁ ଓ ପରମେଶ୍ବରଙ୍କ କଥା ବିଚାର ନ କରୁଥିବାରୁ ବୃଥା ରେ ଗର୍ବ କରନ୍ତି।
  • 19 ସମାନେେ ନିଜକୁ ମସ୍ତକ ରୂପ ଖ୍ରୀଷ୍ଟଙ୍କ ଅଧୀନ ରେ ରଖନ୍ତି ନାହିଁ। ସଂମ୍ପୂର୍ଣ୍ଣ ଶରୀର, ଖ୍ରୀଷ୍ଟଙ୍କ ଉପରେ ନିର୍ଭରଶୀଳ। ଖ୍ରୀଷ୍ଟଙ୍କ ପାଇଁ ଶରୀରର ସମସ୍ତ ସଦସ୍ଯ ପରସ୍ପରକୁ ସାହାୟ୍ଯ କରନ୍ତି ଓ ପରସ୍ପରର ଯତ୍ନ ନିଅନ୍ତି। ଏହା ଶରୀରର ସମସ୍ତ ଅଙ୍ଗଗୁଡ଼ିକୁ ଏକାଠି ଧରି ରେଖ ଓ ଶକ୍ତି ପ୍ରଦାନ କରେ। ଅତଏବ ପରମେଶ୍ବରଙ୍କ ଇଚ୍ଛାନୁସା ରେ ଶରୀର ବୃଦ୍ଧି ପାଏ।
  • 20 ତୁମ୍ଭେ ଖ୍ରୀଷ୍ଟଙ୍କ ସହିତ ମୃତ୍ଯୁ ବରଣ କରିଛ ଓ ଜଗତର ଅସାର ନିୟମଗୁଡ଼ିକରୁ ମୁକ୍ତ କରାଯାଇଛ। ତଥାପି ତୁମ୍ଭେ ନିଜକୁ ଜଗତର ଲୋକ ବୋଲି ଭାବି କାହିଁକି ଏବେ ମଧ୍ଯ ଏପରି ବ୍ଯବହାର କରୁଛ ? ତୁମ୍ଭେ ନିମ୍ନ ନିୟମଗୁଡ଼ିକ କ'ଣ ପାଇଁ ପାଳନ କରୁଛ :
  • 21 "ଏହା ଖାଅ ନାହିଁ।", "ତାହା ଚାଖ ନାହିଁ।", " ସେ ଜିନିଷକୁ ଛୁଅଁ ନାହିଁ।"
  • 22 ଏହି ଜାଗତିକ ନିୟମଗୁଡ଼ିକ ସହେିସବୁ ବିଷୟ ରେ ଅଟେ, ଯାହା କି ବ୍ଯବହାର ହବୋ ପରେ ନଷ୍ଟ ହାଇଯୋଆନ୍ତି। ସହେି ଆଦେଶ ଓ ଶିକ୍ଷାଗୁଡ଼ିକ ମନୁଷ୍ଯମାନଙ୍କଠାରୁ, ପରମେଶ୍ବରଙ୍କଠାରୁ ନୁହେଁ।
  • 23 ଏହି ବ୍ଯବସ୍ଥାଗୁଡ଼ିକ ଜ୍ଞାନପୂର୍ଣ୍ଣ ଜଣା ପଡ଼ୁଥିଲେ ମଧ୍ଯ ମନୁଷ୍ଯ ଦ୍ବାରା ଗଠନ କରାଯାଇଥିବା ଧର୍ମର ଗୋଟିଏ- ଗୋଟିଏ ଅଂଶ, ଯାହା ଦ୍ବାରା ଲୋକେ ନମ୍ର ବୋଲି ଛଳନା କରନ୍ତି ଓ ନିଜର ଶରୀରକୁ ତାଡ଼ନା କରନ୍ତି। କିନ୍ତୁ ଏହି ନିୟମଗୁଡ଼ିକ ସମାନଙ୍କେୁ ସମାନଙ୍କେର ପାପ ସ୍ବଭାବ ଓ ମନ୍ଦ କାର୍ୟ୍ଯରୁ ଦୂର ରେ ରହିବା ପାଇଁ ସାହାୟ୍ଯ କରେ ନାହିଁ।