- 1 ଯୀଶୁ ଖ୍ରୀଷ୍ଟଙ୍କ ବଂଶାବଳୀ ଏହିପରି। ସେ ଦାଉଦଙ୍କ ପୁତ୍ର। ଦାଉଦ ଅବ୍ରହାମଙ୍କ ବଂଶଧର।
- 2 ଅବ୍ରହାମ ଇସ୍ହାକଙ୍କ ବାପା
- 3 ୟିହୂଦା, ଫରେସ ଓ ସରହଙ୍କେ ବାପା।
- 4 ଅରାମ ଅମ୍ମୀନାଦାବଙ୍କ ବାପା।
- 5 ସଲମାନେ ବୋୟଜଙ୍କ ବାପା।
- 6 ଓବଦେ ୟିଶୟଙ୍କ ବାପା।
- 7 ଶଲମାନେ ରିହବିଯାମଙ୍କ ବାପା।
- 8 ଆସା ୟିହୋଶାଫାଟଙ୍କ ବାପା।
- 9 ଉଜ୍ଜିୟ ଯୋଥମଙ୍କ ବାପା।
- 10 ଜକିୟ ମନଃଶିଙ୍କ ବାପା।
- 11 ଯୋଶିୟୟ, ୟିକନିୟ ଓ ତାହାଙ୍କ ଭାଇମାନଙ୍କ ବାପା। (ଏହା ଇଶ୍ରା ଯେଲ
- 12 ସମାନଙ୍କେୁ ବାବିଲୋନକୁ ନିଆୟିବା ପରେ:
- 13 ଜିରୁଦବଲେ ଅବୀହୂଦଙ୍କ ବାପା।
- 14 ଅଜ୍ ଜୂର ସାଦୋକଙ୍କ ବାପା।
- 15 ଏଲୀହୂଦ ଏଲାଜାରଙ୍କ ବାପା।
- 16 ଯାକୁବ ଯୋଷଫଙ୍କେ ବାପା।
- 17 ଏହିଭଳି ଭାବରେ ଅବ୍ରହାମଙ୍କ ଠାରୁ ଦାଉଦଙ୍କ ପର୍ୟ୍ଯନ୍ତ ହେଲେ ମାଟେ ଚଉଦ ପୁରୁଷ। ଦାଉଦଙ୍କଠାରୁ କ୍ରୀତଦାସ ରୂପେ ବାବିଲୋନ ରେ ପହଞ୍ଚିବା ପର୍ୟ୍ଯନ୍ତ ଚଉଦ ପୁରୁଷ ଓ କ୍ରୀତଦାସ ରୂପେ ବାବିଲୋନ ରେ ପହଞ୍ଚିବା ପରଠାରୁ ଖ୍ରୀଷ୍ଟଙ୍କ ଜନ୍ମ ପର୍ୟ୍ଯନ୍ତ ହେଲେ ଚଉଦ ପୁରୁଷ।
- 18 ଯୀଶୁଖ୍ରୀଷ୍ଟଙ୍କ ମାଆ ଥିଲେ ମରିୟମ। ଯୀଶୁଖ୍ରୀଷ୍ଟଙ୍କ ଜନ୍ମ ଏହିଭଳି ହାଇେଥିଲା। ମରିୟମଙ୍କର ଯୋଷଫଙ୍କେ ସହିତ ବିବାହ ସ୍ଥିର ହାଇେଥିଲା। କିନ୍ତୁ ବିବାହ ପୂର୍ବରୁ ଜଣା ପଡିଲା ଯେ, ମରିୟମ ପବିତ୍ର ଆତ୍ମାଙ୍କ ଶକ୍ତି ବଳ ରେ ଗର୍ଭବତୀ ହାଇେଛନ୍ତି।
- 19 କିନ୍ତୁ ତାହଙ୍କର ଭାବୀପତି ୟୋ ସଫେ ଜଣେ ଧାର୍ମିକ ଲୋକ ଥିଲେ। ଲୋକମାନଙ୍କ ଆଗ ରେ ମରିୟମଙ୍କୁ ଅପମାନ କରିବା ସେ ଗ୍ଭହୁଁନଥିଲେ। ସେ ତାହାଙ୍କୁ ଛାଡପତ୍ର ଦବୋ ପାଇଁ ଗୋପନରା ଯୋଜନା କଲେ।
- 20 କିନ୍ତୁ ଯୋଷଫେ ଯେତବେେଳେ ଏକଥା ଭାବୁଥିଲେ, ସେତବେେଳେ ସ୍ବପ୍ନ ରେ ଦର୍ଶନ ପାଇଲେ ପ୍ରଭୁଙ୍କର ଜଣେ ଦୂତ ତାହାଙ୍କ ପାଖକୁ ଆସି କହିଲେ, " ହେ ଦାଉଦଙ୍କ ସନ୍ତାନ ଯୋଷଫେ ତୁମ୍ଭେ ମରିୟମଙ୍କୁ ଆପଣା ସ୍ତ୍ରୀ ରୂପେ ଗ୍ରହଣ କରିବାକୁ ଭୟ କରନାହିଁ। କାରଣ ତାହାଙ୍କ ଗର୍ଭ ରେ ଥିବା ଶିଶୁଟି ପବିତ୍ର ଆତ୍ମାଙ୍କର।
- 21 ମରିୟମ ପୁତ୍ର ସନ୍ତାନଟିଏ ଜନ୍ମ ଦବେେ। ତୁମ୍ଭେ ତାହାଙ୍କ ନାମ ଯୀଶୁ ରଖିବ। କାରଣ ସେ ନିଜ ଲୋକମାନଙ୍କୁ ସମାନଙ୍କେ ପାପରୁ ରକ୍ଷା କରିବେ।"
- 22 ଭବିଷ୍ଯଦ୍ବକ୍ତାଙ୍କ ମାଧ୍ଯମ ରେ ପ୍ରଭୁ ଯାହା କହିଥିଲେ, ତାହା ସଫଳ କରିବା ନିମନ୍ତେ ଏହା ଘଟିଲା।
- 23 "ଜଣେ କୁମାରୀ କନ୍ଯା ଗର୍ଭବତୀ ହାଇେ ପୁତ୍ର ସନ୍ତାନଟିଏ ଜନ୍ମ ଦବେ। ଲୋକେ ତାହାଙ୍କ ନାମ ଇମ୍ମାନୁଯଲେ ଦବେେ।" (ଇମ୍ମାନୁଯଲରେ ଅର୍ଥ, "ପରମେଶ୍ବର ଆମ୍ଭ ସହିତ ଅଛନ୍ତି।")
- 24 ଯୋଷଫେ ନିଦରୁ ଉଠି ପ୍ରଭୁଙ୍କ ଦୂତ ତାହାଙ୍କୁ ଯେଉଁଭଳି ଆଦସେ ଦେଲେ, ସପରେି କଲେ। ସେ ମରିୟମଙ୍କୁ ବିବାହ କଲେ।
- 25 କିନ୍ତୁ ମରିୟମ ପୁତ୍ର ସନ୍ତାନକୁ ଜନ୍ମ ନ ଦବୋ ପର୍ୟ୍ଯନ୍ତ ସେ ତାହାଙ୍କ ସହିତ ସହବାସ କରିନଥଲେ। ଆଉ ଯୋଷଫେ ପୁଅଟିର ନାମ ଯୀଶୁ ରଖିଲେ।
- 25
Matthew 01
- Details
- Parent Category: New Testament
- Category: Matthew
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 1