- 1 ଦାଉଦ ଆପଣା ନିମନ୍ତେ ଦାଉଦ ନଗର ରେ ଗୃହମାନ ନିର୍ମାଣ କଲେ। ଏହାପରେ ସେ ନିଯମସିନ୍ଦୁକ ରଖିବା ନିମନ୍ତେ ଏକ ସ୍ଥାନ ନିର୍ମାଣ କଲେ। ସେ ସେଥି ନିମନ୍ତେ ଏକ ତମ୍ବୁ ନିର୍ମାଣ କଲେ।
- 2 ଏହାପରେ ଦାଉଦ କହିଲେ, "କବଳେ ଲବେୀୟମାନେ ନିଯମସିନ୍ଦୁକକୁ ବହି ନଇେ ପାରିବେ। କାରଣ ସଦାପ୍ରଭୁ ସମାନଙ୍କେୁ ନିଯମସିନ୍ଦୁକ ବହିନବୋ ନିମନ୍ତେ ଓ ଚିରକାଳ ତାଙ୍କର ସବୋ କରିବା ନିମନ୍ତେ ମନୋନୀତ କରିଅଛନ୍ତି।"
- 3 ଲବେୀୟମାନେ ନିଯମସିନ୍ଦୁକକୁ ଦାଉଦଙ୍କ ଦ୍ବାରା ପ୍ରସ୍ତୁତ ସ୍ଥାନକୁ ବହିନବୋ ସମୟରେ ଇଶ୍ରାୟେଲର ସମସ୍ତ ଲୋକଙ୍କୁ ୟିରୁଶାଲମ ରେ ଏକତ୍ରୀତ ହବୋ ନିମନ୍ତେ ଦାଉଦ କହିଲେ।
- 4 ଦାଉଦ ହାରୋଣ ଓ ଲବେୀୟମାନଙ୍କ ବଂଶଧରମାନଙ୍କୁ ଏକତ୍ର ଡାକିଲେ।
- 5 କହାତଙ୍କ ପରିବାରବର୍ଗରୁ 120 ଜଣ ଲୋକ ଆସିଲେ। ଉରିଯଲେ ସମାନଙ୍କେର ନେତା ଥିଲେ।
- 6 ମରାରି ପରିବାରବର୍ଗରୁ 220 ଜଣ ଲୋକ ଆସିଲେ। ଅସାଯ ସମାନଙ୍କେର ନେତା ଥିଲେ।
- 7 ଗେର୍ଶୋନଙ୍କ ପରିବାରବର୍ଗରୁ 130 ଜଣ ଲୋକ ଆସିଲେ। ଯାୟେଲ ସମାନଙ୍କେର ନେତା ଥିଲେ।
- 8 ଇଲୀଶାଫନଙ୍କ ପରିବାରବର୍ଗରୁ 200 ଜଣ ଲୋକ ଆସିଲେ। ଶମଯିଯ ସମାନଙ୍କେର ନେତା ଥିଲେ।
- 9 ହିବ୍ରୋଣଙ୍କ ପରବାରବର୍ଗରୁ 80 ଜଣ ଲୋକ ଆସିଲେ। ଇଲୀଯଲେ ସମାନଙ୍କେର ନେତା ଥିଲେ।
- 10 ଉର୍ଷାଯଲଙ୍କେ ପରିବାରବର୍ଗରୁ 112 ଜଣ ଲୋକ ଆସିଲେ। ଅମ୍ମୀନାଦବ ସମାନଙ୍କେର ନେତା ଥିଲେ।
- 11 ଏହାପରେ ଦାଉଦ, ଯାଜକ ସାଦୋକ ଓ ଅବିଯାଥରଙ୍କୁ ଆପଣା ନିକଟକୁ ଡାକିଲେ। ଦାଉଦ ଏହିସବୁ ଯାଜକଗଣ ଓ ଲବେୀୟମାନଙ୍କୁ ମଧ୍ଯ ଡାକିଲେ : ଉରିଯଲେ, ଅସାଯ, ଯାୟେଲ, ଶମଯିଯ, ଇଲୀଯଲେ ଓ ଅମ୍ମୀନାଦବ।
- 12 ଦାଉଦ ସମାନଙ୍କେୁ କହିଲେ, "ତୁମ୍ଭମାନେେ ଲବେୀ ଗୋଷ୍ଠୀର ନେତା ଅଟ। ତୁମ୍ଭେ ଓ ଅନ୍ୟ ଲବେୀୟମାନେ ନିଜକୁ ପବିତ୍ର କରିବା ନିତାନ୍ତ ଆବଶ୍ଯକ। ଏହାପରେ ମୁଁ ନିଯମସିନ୍ଦୁକ ନିମନ୍ତେ ଯେଉଁ ସ୍ଥାନ ପ୍ରସ୍ତୁତ କରିଅଛି, ତୁମ୍ଭମାନେେ ତାହାକୁ ସହେି ସ୍ଥାନକୁ ଆଣିବ।
- 13 ନିଯମସିନ୍ଦୁକକୁ କିପରି ବହି ନବୋକୁ ହବେ, ତାହା କ'ଣ ଆମ୍ଭେ ଗତଥର ସଦାପ୍ରଭୁଙ୍କୁ ପଚାରି ନ ଥିଲୁ ? ତୁମ୍ଭେ କ'ଣ ଲବେୀୟମାନେ ତାହାକୁ ବହନ କରି ନ ଥିଲେ, ସେଥିନିମନ୍ତେ ସଦାପ୍ରଭୁ ଆମ୍ଭମାନଙ୍କୁ ଦଣ୍ଡ ଦେଲେ।"
- 14 ଏହାପରେ ଇଶ୍ରାୟେଲର ସଦାପ୍ରଭୁ ପରମେଶ୍ବରଙ୍କ ନିଯମସିନ୍ଦକକୁ ବହି ନଇୟିବୋ ନିମନ୍ତେ ଯାଜକ ଓ ଲବେୀୟମାନେ ନିଜକୁ ପବିତ୍ର କଲେ।
- 15 ମାଶାେ ଯେଉଁପରି ଆଦେଶ ଦଇେଥିଲେ, ସହେିପରି ଭାବରେ ନିଯମସିନ୍ଦୁକକୁ ବହି ନଇୟିବୋ ନିମନ୍ତେ ଲବେୀୟମାନେ ବିଶଷେ କାଷ୍ଠଦଣ୍ଡର ବ୍ଯବହାର କଲେ। ସଦାପ୍ରଭୁ ଯେଉଁପରି କହିଥିଲେ, ଠିକ୍ ସହେିପରି ସମାନେେ ନିଯମସିନ୍ଦୁକକୁ ବହି ନେଲେ।
- 16 ଦାଉଦ, ଲବେୀୟ ନେତାମାନଙ୍କୁ ସମାନଙ୍କେ ଭ୍ରାତାଗଣ ଗାଯକମାନଙ୍କୁ ଆଣିବା ନିମନ୍ତେ କହିଲେ। ଗାଯକମାନେ ସମାନଙ୍କେର ବୀଣା, ସାରଙ୍ଗ ଓ ଗିନି ଆଣିବେ ଓ ଆନନ୍ଦ ରେ ଗୀତଗାନ କରିବେ।
- 17 ଏହାପରେ ଲବେୀୟମାନେ ହମେନ ଏବଂ ତାଙ୍କ ଭ୍ରାତାଗଣ ଆସଫ ଓ ଏଥନଙ୍କୁ ଆଣିଲେ। ହମେନ ଯାୟେଲଙ୍କ ପୁତ୍ର ଥିଲେ। ଆସଫ ବରେିଖିଯଙ୍କ ପୁତ୍ର ଥିଲେ। ଏଥନ କୁଶାଯଙ୍କ ପୁତ୍ର ଥିଲେ। ଏହି ଲୋକମାନେ ମରାରି ପରିବାରବର୍ଗର ଥିଲେ।
- 18 ସହେି ଲବେୀୟମାନଙ୍କର ଆଉ ଏକ ଦ୍ବିତୀୟ ଦଳ ମଧ୍ଯ ଥିଲେ। ସମାନେେ ଥିଲେ ଜିଖରିଯ, ବନେ, ୟାସୀଯଲେ, ଶମୀରାମାେତ, ୟିହୀଯଲେ, ଉନ୍ନିକି, ଇଲୀଯାବ, ବନାଯ, ମା ସଯେ, ମତ୍ତଥିଯ, ଇଲୀଫଲହେୁ, ମିକ୍ନଯେ, ଓବଦେ-ଇଦୋମ ଓ ୟିଯୁଯଲେ। ଏହିମାନେ ଦ୍ବାରପାଳ ଥିଲେ।
- 19 ଗାଯକ ହମେନ୍, ଆସଫ ଓ ଏଥନ ପିତ୍ତଳ ନିର୍ମିତ ଗିନି ବଜାଉଥିଲେ।
- 20 ଜିଖରିଯ, ଅସୀଯଲେ, ଶମୀରାମାେତ୍, ୟିହିଯଲେ, ଉନ୍ନି, ଇଲୀଯାବ, ମା ସଯେ ଓ ବନାଯ ଅଲାମାେତ୍ ବୀଣା ବଜାଉଥିଲେ।
- 21 ମତ୍ତଥିଯ, ଇଲୀଫଲହେୁ, ମକନଯେ, ଓବେଦ୍-ଇଦୋମ୍, ୟିୟୁଯଲେ ଓ ଅସରିଯ ଶିମିନୀତ୍ ତମ୍ବୁରା ବଜାଉଥିଲେ। ଚିରକାଳ ନିମନ୍ତେ ସମାନଙ୍କେର ଏହି କାର୍ୟ୍ଯ ଥିଲା।
- 22 ଲବେୀୟ ନେତା କନନିଯ ଗାଯନ ଦାଯିତ୍ବ ରେ ଥିଲେ। କନନିଯ ସଙ୍ଗୀତ ବିଦ୍ଯା ରେ ଅତ୍ଯନ୍ତ ପ୍ରବୀଣ ଥିବାରୁ ତାହାଙ୍କୁ ଏହି କାର୍ୟ୍ଯ ଦତ୍ତ ହାଇେଥିଲା।
- 23 ନିଯମସିନ୍ଦୁକକୁ ଜଗିବା ନିମନ୍ତେ ମନୋନୀତ ହାଇେଥିବା ପକ୍ଷୀମାନଙ୍କ ମଧିଅରେ ଦୁଇଜଣ ଥିଲେ ବେଶଖିଯ ଓ ଇଲକାନା।
- 24 ଶବନିଯ, ୟୋଶାଫଟ୍, ନଥନଲେ, ଅମାସଯ, ଜିଖରିଯ, ବନାଯ ଓ ଇଲୀଯଷେର, ଏମାନଙ୍କର କାର୍ୟ୍ଯ ଥିଲା, ନିଯମସିନ୍ଦୁକର ସମ୍ମୁଖ ରେ ତୂରୀ ବଜାଇବା। ଓବେଦ୍-ଇଦୋମ୍ ଓ ୟିହିଯ ନିଯମସିନ୍ଦୁକର ଦ୍ବାରପାଳ ଥିଲେ।
- 25 ଦାଉଦ, ଇଶ୍ରାୟେଲର ପ୍ରାଚୀନବର୍ଗ ଓ ସନୋଧ୍ଯକ୍ଷମାନେ ନିଯମସିନ୍ଦୁକ ଆଣିବା ନିମନ୍ତେ ଗଲେ। ସମାନେେ ତାହାକୁ ଓବେଦ୍-ଇଦୋମ୍ଙ୍କ ଗୃହରୁ ନଇେଆସିଲେ। ସମସ୍ତେ ବହୁତ ଆନନ୍ଦିତ ଥିଲେ।
- 26 ପରମେଶ୍ବର ନିଯମସିନ୍ଦୁକ ବହିନଇେ ଯାଉଥିବା ଲବେୀୟମାନଙ୍କୁ ସାହାୟ୍ଯ କଲେ। ସମାନେେ ସାତ ଗୋଟି ବଳଦ ଓ ସାତାଟେି ମେଣ୍ଢାକୁ ଉତ୍ସର୍ଗ କଲେ।
- 27 ଦାଉଦ ଓ ନିଯମସିନ୍ଦୁକ ବହୁଥିବା ସମସ୍ତ ଲବେୀୟମାନେ ଓ ଗାଯକ କିଣାନିଯମାନେ ସୂକ୍ଷ୍ମ ନାଇଲନ୍ ବସ୍ତ୍ର ପିନ୍ଧିଥିଲେ। ଦାଉଦ ମଧ୍ଯ ଏକ ନାଇଲନ୍ ଏଫୋଦ ପିନ୍ଧିଥିଲେ।
- 28 ଏହିପରି, ଇଶ୍ରାୟେଲର ସମସ୍ତ ଲୋକ ନିଯମସିନ୍ଦୁକକୁ ନଇେଆସିଲେ। ସମାନେେ ଉଚ୍ଚସ୍ବର କଲେ, ସମାନେେ ମେଣ୍ଢା ଶିଙ୍ଗରୁ ନିର୍ମିତ ବାଦ୍ଯ ଓ ତୂରୀ ବଜାଇଲେ, ଆହୁରି ମଧ୍ଯ ସମାନେେ ଗିନି, ସାରଙ୍ଗ ଓ ବୀଣା ବଜାଇଲେ।
- 29 ନିଯମସିନ୍ଦୁକ ଯେତବେେଳେ ଦାଉଦଙ୍କ ନଗର ରେ ପହଞ୍ଚିଲା, ମୀଖଲ୍ ଏକ ଝରକା ଦଇେ ଅନାଇଲେ। ମୀଖଲ୍ ଶାଉଲଙ୍କ ଝିଅ ଥିଲେ। ସେ ଦେଖିଲେ ଯେ, ରାଜା ଦାଉଦ ନୃତ୍ଯ ଓ ଆନନ୍ଦ କରୁଅଛନ୍ତି। ସେ ହୃଦଯ ରେ ତାଙ୍କୁ ଘୃଣା କଲେ। ସେ ଭାବିଲେ, ଦାଉଦ ଏକ ମୂର୍ଖ ପରି ଆଚରଣ କରୁଅଛନ୍ତି।
1 Chronicles 15
- Details
- Parent Category: Old Testament
- Category: 1 Chronicles
1 Chronicles ପ୍ରଥମ ବଂଶାବଳୀ ଅଧ୍ୟାୟ 15