- 1 ଆଉ ଶାମକ୍ସ୍ଟଯଲରେ କଥା ସମସ୍ତ ଇଶ୍ରାୟେଲ ମଧିଅରେ ପ୍ରଚଳିତ ହେଲା। ଏଲି ବୃଦ୍ଧ ହେଲେ, ତାଙ୍କର ପକ୍ସ୍ଟତ୍ରମାନେ ପରମେଶ୍ବରଙ୍କ ବିରକ୍ସ୍ଟଦ୍ଧ ରେ କକ୍ସ୍ଟକାର୍ୟ୍ଯ କରି ଚାଲିଲେ।
- 2 ଏହାପରେ ପଲେଷ୍ଟୀୟମାନେ ଇଶ୍ରାୟେଲ ବିରକ୍ସ୍ଟଦ୍ଧ ରେ ନିଜକକ୍ସ୍ଟ ପ୍ରସ୍ତକ୍ସ୍ଟତ କଲେ। ୟକ୍ସ୍ଟଦ୍ଧ ସମୟରେ ଇଶ୍ରାୟେଲୀୟଗଣ ପଲେଷ୍ଟୀୟମାନଙ୍କ ଦ୍ବାରା ପରାଜିତ ହେଲେ; ଓ 4 ,000 ସୈନ୍ଯ ୟକ୍ସ୍ଟଦ୍ଧ କ୍ଷେତ୍ର ରେ ମୃତକ୍ସ୍ଟ୍ଯବରଣ କଲେ।
- 3 ତା'ପରେ ଇଶ୍ରାୟେଲୀୟ ସୈନ୍ଯଗଣ ଛାଉଣୀ ନିକଟକକ୍ସ୍ଟ ଫରେି ଆସିଲେ। ତା'ପରେ ପ୍ରାଚୀନଗଣ ପଚାରିଲେ, "ସଦାପ୍ରଭୁ କାହିଁକି ଇଶ୍ରାୟେଲୀମାନଙ୍କୁ ପଲେଷ୍ଟୀୟମାନଙ୍କ ଦ୍ବାରା ପରାସ୍ତ କଲେ? ଆସ, ଆମ୍ଭମାନେେ ଶିଲୋଠାରକ୍ସ୍ଟ ସଦାପ୍ରଭୁଙ୍କର ନିଯମ-ସିନ୍ଦକ୍ସ୍ଟକକକ୍ସ୍ଟ ଆଣିବା। ଏହିପରି ଭାବରେ, ସେ ଆମ୍ଭମାନଙ୍କ ସହିତ ଆସିବେ ଓ ଆମ୍ଭମାନଙ୍କୁ ଶତୃମାନଙ୍କଠାରକ୍ସ୍ଟ ରକ୍ଷା କରିବେ।"
- 4 ତା'ପରେ ସମାନେେ ଲୋକମାନଙ୍କୁ ଶୀଲୋକକ୍ସ୍ଟ ପଠାଇ ସର୍ବଶକ୍ତିମାନ ସଦାପ୍ରଭୁଙ୍କ ନିଯମ-ସିନ୍ଦକ୍ସ୍ଟକ ଆଣିଲେ। ସିନ୍ଦକ୍ସ୍ଟକର ଉପରେ କିରୂବ ଦୂତଗଣ ଥିଲେ। ସମାନେେ ପରମେଶ୍ବରଙ୍କ ସିଂହାସନ ପରି ଏଲିଙ୍କର ଦକ୍ସ୍ଟଇପକ୍ସ୍ଟତ୍ର ହଫ୍ନି ଓ ପୀନହସ୍ ପରମେଶ୍ବରଙ୍କ ନିଯମ-ସିନ୍ଦକ୍ସ୍ଟକ ସଙ୍ଗେ ଆସିଲେ।
- 5 ପକ୍ସ୍ଟଣି ସଦାପ୍ରଭୁଙ୍କ ନିଯମ-ସିନ୍ଦକ୍ସ୍ଟକ ଛାଉଣୀକି ଆସନ୍ତେ ସମଗ୍ର ଇଶ୍ରାୟେଲ ଏପରି ମହା ଜଯଧ୍ବନି କଲେ, ଯେ ପୃଥିବୀ କଐିଲା।
- 6 ତହକ୍ସ୍ଟଁ ପଲେଷ୍ଟୀୟମାନେ ସହେି ଜଯଧ୍ବନି ଶକ୍ସ୍ଟଣି କହିଲେ, "ଏବ୍ରୀଯମାନଙ୍କ ଛାଉଣୀ ରେ ଏହି ମହାଜଯଧ୍ବନିର ଅଭିପ୍ରାଯ କ'ଣ?"
- 7 ତହିଁରେ ପଲେଷ୍ଟୀୟମାନେ ଭୀତ ହାଇେ କହିଲେ, "ପରମେଶ୍ବର ଛାଉଣୀକି ଆସି ଅଛନ୍ତି, ଆହକ୍ସ୍ଟରି ମଧ୍ଯ ସମାନେେ କହିଲେ, ହାୟ! ଆମ୍ଭମାନେେ ଅସକ୍ସ୍ଟବିଧା ରେ ଅଛକ୍ସ୍ଟ। ଏହା ପୂର୍ବରକ୍ସ୍ଟ ଏପରି କବେେ ହାଇନୋହିଁ।
- 8 ହାୟ! ଏହି ବଳବାନ୍ ଦବଗେଣ ହସ୍ତରକ୍ସ୍ଟ ଆମ୍ଭମାନଙ୍କୁ କିଏ ଉଦ୍ଧାର କରିବ? ଏହି ଦବଗେଣ ପ୍ରାନ୍ତର ରେ ଭୟଙ୍କର ରୋଗ ଓ ମହାମାରୀ ଦ୍ବାରା ମିସ୍ତ୍ରୀଯମାନଙ୍କୁ ଆଘାତ କରିଥିଲେ।
- 9 ହେ ପଲେଷ୍ଟୀୟମାନେ, ତୁମ୍ଭମାନେେ ବଳବାନ ଓ ସାହସୀ ହକ୍ସ୍ଟଅ। ପୁରୁଷ ପଣ ରେ ୟକ୍ସ୍ଟଦ୍ଧ କର। ତହିଁରେ ଏବ୍ରୀଯମାନେ ଆମ୍ଭର ଦାସ ହାଇେଥିଲେ, ତେଣୁ ତୁମ୍ଭମାନେେ ନିଶ୍ଚଯ ସମାନଙ୍କେର ଦାସ ହାଇେ ପାରିବ ନାହିଁ। ତୁମ୍ଭମାନେେ ପୁରୁଷତ୍ବ ପ୍ରକାଶ କର ଓ ୟକ୍ସ୍ଟଦ୍ଧ କର।"
- 10 ତହିଁରେ ପଲେଷ୍ଟୀୟମାନେ ୟକ୍ସ୍ଟଦ୍ଧ କଲେ ଓ ଇଶ୍ରାୟେଲୀୟମାନେ ପରାସ୍ତ ହାଇେ ପ୍ରେତ୍ୟକକ ଆପଣା ଆପଣା ତମ୍ବୁକକ୍ସ୍ଟ ଫରେିଗଲେ, ସେତବେେଳେ ଅତି ମହାସଂହାର ହେଲା, କାରଣ ସେଥି ରେ ଇଶ୍ରାୟେଲର 30,000 ପଦାତିକ ସୈନ୍ଯ ମରି ପଡିଲେ।
- 11 ପକ୍ସ୍ଟଣି ପଲେଷ୍ଟୀୟମାନେ ପରମେଶ୍ବରଙ୍କ ପବିତ୍ର ସିନ୍ଦକ୍ସ୍ଟକକକ୍ସ୍ଟ ଧରିଲେ। ଆଉ ଏଲିଙ୍କର ଦକ୍ସ୍ଟଇ ପକ୍ସ୍ଟତ୍ର ହଫନ ଓ ପୀନହସ୍ ହତ ହେଲେ।
- 12 ସୈନ୍ଯମାନଙ୍କ ମଧ୍ଯରକ୍ସ୍ଟ ଜଣେ ବିନ୍ଯାମୀନିଯ ଲୋକ ୟକ୍ସ୍ଟଦ୍ଧଭୂମି ଛାଡି ଦଲୋ ଓ ସାରା ରାସ୍ତା ରେ ସିଯୋଲ ଆଡକକ୍ସ୍ଟ ଦୌଡିଲା। ତା'ର ବସ୍ତ୍ରଗକ୍ସ୍ଟଡିକ ଚିରିଗଲା ଏବଂ ତା'ର ମସ୍ତକରେ ମାଟି ଥିଲା। ସହେିଦିନ ସେ ସିଯୋଲ ରେ ପହଞ୍ଚିଲା
- 13 ସହେି ସମୟରେ ଏଲି ଫାଟକ ପାଖ ରେ ବସି ଅପେକ୍ଷା କରିଥିଲେ, କାରଣ ପରମେଶ୍ବରଙ୍କ ପବିତ୍ର ସିନ୍ଦକ୍ସ୍ଟକ ନିମନ୍ତେ ତାଙ୍କର ହୃଦଯ ଉତ୍କସ୍ଖିତ ଥିଲା। ଇତ୍ଯବସର ରେ ସହେିଲୋକ ସମ୍ବାଦ ଦଲୋ ଏବଂ ନଗରୟାକ ଉଚ୍ଚସ୍ବର ରେ କାନ୍ଦି ଉଠିଲେ।
- 14 ତା'ପରେ ଏଲି ସହେି କ୍ରନ୍ଦନ ଶଦ୍ଦ ଶକ୍ସ୍ଟଣି କହିଲେ, "ଏହି କୋଳାହଳ ଶଦ୍ଦର ଅଭିପ୍ରାଯ କ'ଣ?" ତହକ୍ସ୍ଟଁ ସହେି ଲୋକ ଶୀଘ୍ର ଏଲିଙ୍କକ୍ସ୍ଟ ସମ୍ବାଦ ଦଲୋ।
- 15 ସେ ସମୟରେ ଏଲି ଅଠାନବେ ବର୍ଷ ବଯସ୍କ ହାଇେଥିଲେ ଓ ଅନ୍ଧ ହାଇେଥିବାରକ୍ସ୍ଟ ସେ ଦେଖି ପାରିଲେ ନାହିଁ।
- 16 ତା'ପରେ ସହେି ଲୋକଟି ଏଲିଙ୍କକ୍ସ୍ଟ କହିଲା, "ମୁ ଏକ ସୈନ୍ଯ ୟିଏ କି ଏବେ ଯୁଦ୍ଧରୁ ଫରେି ଆସିଲି।" ମୁ ଆଜି ଯୁଦ୍ଧରୁ ଦୌଡି ପଳାଇ ଆସିଲି।
- 17 ତହକ୍ସ୍ଟଁ ସମାଗ୍ଭର ଆଣିଥିବା ଲୋକ ଉତ୍ତର ଦଇେ କହିଲା, "ଇଶ୍ରାୟେଲ ପଲେଷ୍ଟୀୟମାନଙ୍କ ସମ୍ମକ୍ସ୍ଟଖରକ୍ସ୍ଟ ଦୌଡି ପଳାଇଲେ। ଇଶ୍ରାୟେଲୀୟ ସୈନ୍ଯବାହିନି ତାଙ୍କର ବହକ୍ସ୍ଟତ ସୈନ୍ଯ ହରାଇଲେ। ତୁମ୍ଭର ଦକ୍ସ୍ଟଇ ପକ୍ସ୍ଟତ୍ର ହଫନି ଓ ପୀନହସ ମଲେ ଓ ପଲେଷ୍ଟୀୟମାନେ ପରମେଶ୍ବରଙ୍କ ପବିତ୍ର ସିନ୍ଦକ୍ସ୍ଟକ ନଇଗେଲେ।"
- 18 ଯେତବେେଳେ ଏଲି ପରମେଶ୍ବରଙ୍କ ପବିତ୍ର ସିନ୍ଦକ୍ସ୍ଟକ ବିଷଯ ରେ ଶୁଣିଲେ, ଏଲି ଆପଣା ଚୌକି ପଛଆଡେ ପଡିଗଲେ, ତହକ୍ସ୍ଟଁ ତାଙ୍କର ବକେ ଭାଙ୍ଗିଗଲା ଓ ସେ ମୃତକ୍ସ୍ଟ୍ଯବରଣ କଲେ, କାରଣ ସେ ବୃଦ୍ଧ ଓ ଭାରୀ ଥିଲେ। ସେ ଗ୍ଭଳିଶବର୍ଷ ଇଶ୍ରାୟେଲର ନତେୃତ୍ବ ନେଲେ।
- 19 ସେ ସମୟରେ ଏଲିର ପକ୍ସ୍ଟତ୍ରବଧୂ ପୀନହସର ସ୍ତ୍ରୀ ଗର୍ଭବତୀ ଥିଲା ଓ ତା'ର ପ୍ରସବକାଳ ନିକଟ ଥିଲା ଏହା ଶକ୍ସ୍ଟଣିବା ପରେ ପରମେଶ୍ବରଙ୍କ ପବିତ୍ର ସିନ୍ଦକ୍ସ୍ଟକ ଧରା ପଡିଲା। ତା'ର ଶ୍ବଶକ୍ସ୍ଟର ଓ ସ୍ବାମୀ ମୃତକ୍ସ୍ଟ୍ଯବରଣ କଲେ। ଅତି ପ୍ରସବକାଳିନ ୟନ୍ତ୍ରଣା ଭୋଗ କରୁକରୁ ସେ ପ୍ରସବ କଲା।
- 20 ତା'ପରେ ପ୍ରାଯ ତାହାର ମରଣ ହେଲାପରି, ତାହା ନିକଟରେ ଠିଆ ହାଇେଥିବା ସ୍ତ୍ରୀମାନେ ତାକକ୍ସ୍ଟ କହିଲେ, "ଭୟ କର ନାହିଁ, ତୁମ୍ଭେ ତ ପକ୍ସ୍ଟତ୍ର ପ୍ରସବ କରିଅଛ,"
- 21 ସେ ସହେି ବାଳକର ନାମ ଐ-କାବୋଦ୍ ଦଲୋ। ତା'ର ଅର୍ଥ, "ଇଶ୍ରାୟେଲରକ୍ସ୍ଟ ଗୌରବ ଗ୍ଭଲି ୟାଇଛି।"ଏହା ଧାରଣା ଦିଏ ଯେ ସଦାପ୍ରଭୁଙ୍କର ସିନ୍ଦକ୍ସ୍ଟକ ଧରା ପଡିଛି ଏବଂ ତା'ର ଶ୍ବଶକ୍ସ୍ଟର ଓ ସ୍ବାମୀ ମୃତକ୍ସ୍ଟ୍ଯ ବରଣ କରିଥିଲେ।
- 22 ଏବଂ ସେ କହିଲା, "ଇଶ୍ରାୟେଲରକ୍ସ୍ଟ ଗୌରବ ଗ୍ଭଲିୟାଇଛି," କାରଣ ସଦାପ୍ରଭୁଙ୍କ ପବିତ୍ର ସିନ୍ଦକ୍ସ୍ଟକ ବହି ନିଆଗଲା।
1 Samuel 04
- Details
- Parent Category: Old Testament
- Category: 1 Samuel
୍ରଥମ ଶାମୁୟେଲ ଅଧ୍ୟାୟ 4