- 1 ଏହା ହେଉଛି ଆଦମଙ୍କର ବଂଶାବଳୀର ଇତିହାସ। ପରମେଶ୍ବର ତାଙ୍କ ସାଦୃଶ୍ଯ ରେ ମନୁଷ୍ଯକୁ ସୃଷ୍ଟି କଲେ।
- 2 ପରମେଶ୍ବର ସମାନଙ୍କେୁ ପୁରୁଷ ଓ ସ୍ତ୍ରୀ କରି ସୃଷ୍ଟି କଲେ ଏବଂ ସହେିଦିନ ପରମେଶ୍ବର ସମାନଙ୍କେୁ ଆଶୀର୍ବାଦ ଦେଲେ ଏବଂ ସମାନଙ୍କେର ନାମ "ମନୁଷ୍ଯ " ଦେଲେ।
- 3 ଆଦମକୁ 130 ବର୍ଷ ପହଞ୍ଚିବା ପରେ ତାଙ୍କର ଆଉ ଏକ ପୁତ୍ର ସନ୍ତାନ ଜନ୍ମ ହେଲା। ସେ ଠିକ୍ ଆଦମଙ୍କର ପରି ଦେଖିବାକୁ ଥିଲା। ଆଦମ ତାଙ୍କର ନାମ ଦଇେଥିଲେ ଶେଥ।
- 4 ଶେଥର ଜନ୍ମ ପରେ ଆଦମ 800 ବର୍ଷ ବଞ୍ଚିଲେ। ସହେି ସମୟରେ ଆଉ ପୁତ୍ର କନ୍ଯାମାନଙ୍କୁ ଜନ୍ମ କଲେ।
- 5 ଏହିପରି ଆଦମ ମାଟେ 930 ବର୍ଷ ବଞ୍ଚି ମୃତ୍ଯୁବରଣ କଲେ।
- 6 ଶେଥ 105 ବର୍ଷ ସମୟରେ ଏକ ପୁତ୍ର ଜନ୍ମ କଲେ, ଯାହାର ନାମ ଈନୋଶ।
- 7 ଈନୋଶର ଜନ୍ମ ପରେ ଶେଥ 807 ବର୍ଷ ବଞ୍ଚିଲେ। ସହେି ସମୟ ମଧିଅରେ ଶେଥଙ୍କର ଅନ୍ୟପୁତ୍ର ଓ କନ୍ଯାମାନେ ଜନ୍ମ ହେଲ।
- 8 ଏହାପରେ ଶେଥ ମାଟେ ରେ 912 ବର୍ଷ ବଞ୍ଚିବା ପରେ ମୃତ୍ଯୁବରଣ କଲେ।
- 9 ଈନୋଶକୁ ନବେ ବର୍ଷ ବଯସ ରେ ତାଙ୍କର ଏକ ପୁତ୍ର ଜନ୍ମି୍ମଥିଲା। ତାଙ୍କର ନାମ ଥିଲା କଯିନାନ୍।
- 10 କଯିନାନ୍ର ଜନ୍ମପରେ ଈନୋଶ 815 ବର୍ଷ ବଞ୍ଚିଲେ। ସହେି ସମୟ ମଧିଅରେ ତାଙ୍କର ଅନ୍ୟ ପୁତ୍ରକନ୍ଯାମାନ ଜନ୍ମ ହେଲ।
- 11 ଏହିପରି ଈନୋଶ ମାଟେ 905 ବର୍ଷ ବଞ୍ଚିଲାପରେ ମୃତ୍ଯୁବରଣ କଲେ।
- 12 କଯିନାନ ସତୁରି ବର୍ଷ ବଯସ ରେ ତାଙ୍କର ଏକ ପୁତ୍ର ଜନ୍ମ କଲେ, ତାହାର ନାମ ମହଲଲଲେ।
- 13 ମହଲଲଲେ ଜନ୍ମ ନବୋପରେ କଯିନାନ 840 ବର୍ଷ ବଞ୍ଚିଲେ। ସହେି ସମୟ ମଧିଅରେ କଯିନାନଙ୍କର ଅନ୍ୟ ପୁତ୍ର ଓ କନ୍ଯାଗଣ ଜନ୍ମ ହେଲ।
- 14 ଏହିପରି ଭାବରେ କଯିନାନ୍ 910 ବର୍ଷ ବଞ୍ଚିଲା ପରେ ମୃତ୍ଯୁବରଣ କଲେ।
- 15 ମହଲଲଲେ ପଞ୍ଚଷଠି ବର୍ଷ ବଯସ ରେ ଯରଦେ ନାମକ ଏକ ପୁତ୍ର ସନ୍ତାନ ଜନ୍ମ କଲେ।
- 16 ଯରଦେ ଜନ୍ମ ହେଲାପରେ ମହଲଲଲେ 830 ବର୍ଷ ବଞ୍ଚିଲେ ଏବଂ ସହେି ସମୟରେ ସେ ଅନ୍ୟ ପୁତ୍ର ଓ କନ୍ଯାମାନଙ୍କୁ ଜନ୍ମ କଲେ।
- 17 ଏହିପରି ଭାବରେ ମହଲଲଲେ 895 ବର୍ଷ ବଞ୍ଚିଲା ପରେ ମୃତ୍ଯୁବରଣ କଲେ।
- 18 ଯରଦେକୁ ଯେତବେେଳେ 162 ବର୍ଷ ବଯସ ହାଇେଥିଲା ସେ ସମୟରେ ତାଙ୍କର ଏକପୁତ୍ର ଜନ୍ମ ହେଲ, ତାହାର ନାମ ହନୋକ।
- 19 ହନୋକ ଜନ୍ମ ହେଲା ପରେ, ଯରଦେ ଯରହେ 800 ବର୍ଷ ବଞ୍ଚିଲେ। ସହେି ସମୟ ମଧିଅରେ ସେ ଅନ୍ୟ ପୁତ୍ର ଏବଂ କନ୍ଯାମାନଙ୍କୁ ଜନ୍ମ କଲେ।
- 20 ଏହିପରି ଭାବରେ ଯରଦେ 962 ବର୍ଷ ବଞ୍ଚି ମୃତ୍ଯୁବରଣ କଲେ।
- 21 ହନୋକ 65 ବର୍ଷ ବଯସ ରେ ତାଙ୍କର ଏକ ପୁତ୍ର ଜନ୍ମ କଲେ, ଯାହାର ନାମ ମଥୂଶଲହେ।
- 22 ମଥୂଶଲହେ ଜନ୍ମ ନବୋ ପରେ ହନୋକ 300 ବର୍ଷ ପର୍ୟ୍ଯନ୍ତ ପରମେଶ୍ବରଙ୍କୁ ଅନୁସରଣ କଲେ। ଆହୁରି ମଧ୍ଯ ଅନ୍ୟ ପୁତ୍ର ଏବଂ କନ୍ଯାଗଣ ତାଙ୍କଠାରୁ ଜନ୍ମ ନେଲେ।
- 23 ଏହିପରି ଭାବରେ ହନୋକ 365 ବର୍ଷ ବଞ୍ଚିଲେ।
- 24 ଦିନେ, ଯେ ତବେଳେ ହନୋକ ପରମେଶ୍ବରଙ୍କୁ ଅନୁସରଣ କରିଥିଲେ, ସେ ଅନ୍ତର୍ଧ୍ଯାନ ହେଲ, ଯେ ହତେୁ ତାଙ୍କୁ ପରମେଶ୍ବର ନଇଗେଲେ।
- 25 ମଥୁଶଲହେ 187 ବର୍ଷ ବଯସ ରେ ତାଙ୍କର ଏକ ପୁତ୍ର ଜନ୍ମ କଲେ। ତାହାର ନାମ ଲମେକ।
- 26 ଲମେକର ଜନ୍ମ ପରେ ମଥୂଶଲହେ 782 ବର୍ଷ ବଞ୍ଚିଲେ ଏବଂ ସେ ଆହୁରି ଅନକେ ପୁତ୍ର କନ୍ଯାମାନଙ୍କୁ ଜନ୍ମ ଦଇେଥିଲେ।
- 27 ମଥୁଶଲହେ ମାଟେ 969 ବର୍ଷ ବଞ୍ଚିଲା ପରେ ମୃତ୍ଯୁବରଣ କଲେ।
- 28 ଯେତବେେଳେ ଲମେକକୁ 182 ବର୍ଷ ବଯସ ହାଇେଥିଲା, ତାଙ୍କର ଗୋଟିଏ ପୁତ୍ର ଜନ୍ମ ହେଲା।
- 29 ଲମେକ ତା'ର ନାମ ରଖିଲେ ନୋହ। ସେ କହିଲେ, "ପରମେଶ୍ବରଙ୍କ ଦ୍ବାରା ଅଭିଶପ୍ତ ଭୂମିରେ ଆମ୍ଭର କଠିନ ପରିଶ୍ରମକୁ ଲାଘବ କରିବା ପାଇଁ, ସେ ଆମ୍ଭମାନଙ୍କୁ ସାନ୍ତ୍ବନା ଦବେ।"
- 30 ନୋହ ଜନ୍ମ ହବୋପରେ ଲମେକ 595 ବର୍ଷ ବଞ୍ଚିଲେ ଏବଂ ଅନ୍ୟ ପୁତ୍ର ଏବଂ କନ୍ଯାମାନଙ୍କୁ ଜନ୍ମ ଦଇେଥିଲେ।
- 31 ସେ ମାଟେ 777 ବର୍ଷ ବଞ୍ଚି ମୃତ୍ଯୁବରଣ କଲେ।
- 32 ଏହାପରେ ନୋହଙ୍କୁ ଯେତବେେଳେ 500 ବର୍ଷ ବଯସ ସେ ତାଙ୍କର ପୁତ୍ରମାନଙ୍କୁ ଜନ୍ମ ଦେଲେ। ତାଙ୍କର ନାମ ଥିଲା ଶମେ, ହାମ ଓ ଯଫେତ୍।
Genesis 05
- Details
- Parent Category: Old Testament
- Category: Genesis
ଆଦି ପୁସ୍ତକ ଅଧ୍ୟାୟ 5