- 1 ନୋହର ପୁତ୍ରମାନେ ଥିଲେ, ଶମେ, ହାମ ଏବଂ ଯଫେତ୍। ବନ୍ଯାପରେ ଏହି ତିନିଜଣ ସମାନଙ୍କେର ସନ୍ତାନ ସନ୍ତତି ଜନ୍ମ ନଇେଥିଲେ।
- 2 ଯଫେତ୍ଙ୍କର ପୁତ୍ରମାନେ ହେଲ, ଗୋମର, ମାଗୋଗ୍, ମାଦଯ, ତୁବଲ, ୟବନ, ମେଶକ ଓ ତିରସ।
- 3 ଅସ୍ମିନସ୍, ରୀଫତ୍ ଓ ତୋଗର୍ମ ଏମାନେ ଥିଲେ ଗୋମର ସନ୍ତାନ।
- 4 ପୁଣି ଇଲୀଶା, ତର୍ଶୀଶ, କିତ୍ତୀମ ଓ ଦୋଦାନୀମ ଏମାନେ ୟବନର ସନ୍ତାନ ଥିଲେ।
- 5 ଏମାନଙ୍କଠାରୁ ଅନ୍ୟଦେଶୀଯମାନଙ୍କର ଦ୍ବୀପ ନିବାସୀଗଣ ଆପଣାମାନଙ୍କ ପାଇଁ ଦେଶ ବିଦେଶ ରେ ନିଜ ନିଜ ଭାଷାନୁୟାଯୀ ବ୍ଯାପ୍ତ ହାଇେ ନିଜ ନିଜ ବଂଶ ଓ ଗୋଷ୍ଠୀ ଅନୁସାରେ ବିଭକ୍ତ ହେଲ!
- 6 ହାମର ସନ୍ତାନଗଣ ଥିଲେ। କୂଶ୍, ମିଶର, ପୂଟ୍ ଓ କିଣାନ।
- 7 ସବା, ହବୀଲା, ସପ୍ତା, ରଯମା ଓ ସପ୍ତକା ଏମାନେ ଥିଲେ କୂଶର ସନ୍ତାନ। ଶିବା ଓ ଦନାନ ଏମାନେ ରଯମାର ସନ୍ତାନ।
- 8 ନିମ୍ରୋଜ୍ କୂଶର ପୁତ୍ର। ସେ ପୃଥିବୀ ମଧିଅରେ ପରାକ୍ରମି ହବୋକୁ ଲାଗିଲା।
- 9 ସେ ସଦାପ୍ରଭୁଙ୍କ ସାକ୍ଷାତ ରେ ପରାକ୍ରାନ୍ତ ବ୍ଯାଧ ହେଲା। ସଦାପ୍ରଭୁଙ୍କ ସାକ୍ଷାତ ରେ ପରାକ୍ରାନ୍ତ ବ୍ଯାଧ ନିମ୍ରୋଜ ତୁଲ୍ଯ ଥିଲେ ବୋଲି ଲୋକମାନେ କହୁଥିଲେ, " ସେ ବ୍ଯକ୍ତି ନିମ୍ରୋଜ ସଦୃଶ ସଦାପ୍ରଭୁଙ୍କ ସମ୍ମୁଖ ରେ ଗୋଟିଏ ପରାକ୍ରାନ୍ତ ବ୍ଯାଧ।"
- 10 ଶନିଯର ଦେଶ ରେ ବାବିଲ୍, ଏରକ୍, ଏକ୍କଦ୍ ଓ କଲନୀ ଏହିସବୁ ନଗର ତାହାର ପ୍ରଥମ ରାଜ୍ଯ ହେଲା।
- 11 ସହେି ଦେଶରୁ ଅଗ୍ରିଯା ବାହାରି ନୀନିବୀ ରହୋବୋଚ୍ ପୁରୀ ଓ କଲହେ
- 12 ଏବଂ ନୀନିବୀ ଓ କଲହରେ ମଧ୍ଯସ୍ଥିତ ରଷେନ ନଗର ସ୍ଥାପଲ କଲା। ( ରଷେନ ଏକ ପ୍ରଧାନ ନଗର ଥିଲା)।
- 13 ମିଶରୀଯମ ଲୂଦୀଯ, ଅନାମୀଯ, ଲହାବୀଯ ଓ ନପ୍ତୁହୀଯ ଲୋକମାନଙ୍କର ପିତା ଥିଲେ।
- 14 ପଥ୍ରୋଷୀଯ, କସ୍ଲୁହୀଯ ଓ କପ୍ତୋରିଯ (ଏହି ପଲେଷ୍ଟୀୟ ଲୋକମାନେ କସ୍ଲୁହୀଯରୁ ଆସିଲେ।)
- 15 ସୀଜୋନର ପିତା ଥିଲେ କିଣାନ, ସିଦୋନ ଥିଲା କିଣାନର ପ୍ରଥମ ପୁତ୍ର। କିଣାନ ମଧ୍ଯ ହେତ୍ର ପିତାଥିଲେ। ହେତ୍ ହେଲେ ହିଟାତୀଯମାନଙ୍କର ପିତା।
- 16 କିଣାନ ମଧ୍ଯ ୟିବୁଷୀଯ, ଇମାରେୀୟ ଓ ଗିର୍ଗାଶୀଯ ପିତା ଥିଲେ।
- 17 ହିଦ୍ଦୀଯ, ଅର୍କୀଯ ଓ ସୀନିଯ
- 18 ଅର୍ବଦୀଯ, ସାମରୀଯ ଓ ହମାତୀଯ, ଏହିପରି କିଣାନିଯମାନଙ୍କର ବଂଶ ବ୍ଯାପିଲା।
- 19 ତହିଁରେ ସୀଦୋନଠାରୁ ଗରା ରେ ଦିଗକୁ ହସା ପ୍ରର୍ୟ୍ଯନ୍ତ ପୁଣି ସଦୋମ୍, ହ ମାରୋ ଓ ଅଦ୍ମା, ସବୋଯୀମ ଦିଗ ରେ ଲୋଶା ପର୍ୟ୍ଯନ୍ତ କିଣାନୀଯମାନଙ୍କ ବସତିର ସୀମା ଥିଲା।
- 20 ନିଜ ନିଜ ଦେଶ ଓ ଗୋଷ୍ଠୀ ରେ ସମାନଙ୍କେ ବଂଶ ଓ ଭାଷାନୁସା ରେ ଓ ସମସ୍ତ ହାମର ସନ୍ତାନ।
- 21 ଯଫେତର ବଡ଼ଭାଇ ଶମଙ୍କେର ମଧ୍ଯ ସନ୍ତାନ ସନ୍ତତି ଥିଲେ, ସହେି ଏବର ଯଫେତର ବଡ଼ଭାଇ ହିବ୍ରୁ ବଂଶଧରମାନଙ୍କ ଆଦିପୁରୁଷ ଥିଲେ।
- 22 ଶମରେ ଏହିସବୁ ସନ୍ତାନ: ଏଲମ୍ ଓ ଅଶୂର ଓ ଅର୍ଫକ୍ଷଦ ଓ ଲୂଦ୍ ଓ ଅରାମ୍।
- 23 ଏହି ଅରାମର ସନ୍ତାନ ଊଷ୍, ହୂଲ, ଗେଥର ଓ ମଶ୍।
- 24 ଏବଂ ଅର୍ଫକ୍ଷଦର ସନ୍ତାନ ଶଲହେ ଓ ଶଲହରେ ସନ୍ତାନ ଏବର।
- 25 ଏହି ଏବରର ଦୁଇ ପୁତ୍ର, ପ୍ରଥମର ନାମ ପଲେଗ୍ କାରଣ ସହେି ସମୟରେ ପୃଥିବୀ ବିଭକ୍ତ ହେଲା। ତାହାର ଭ୍ରାତାର ନାମ ୟକ୍ତନ୍।
- 26 ଏବଂ ୟକ୍ତନର ପୁତ୍ର ଅଲମାଦେଦ୍ ଓ ଶଲେପ୍, ହତସର୍ମାବତ ଓ ଯରହେ।
- 27 ହଦୋରାମ ଓ ଊଷଲ ଓ ଦିକ୍ଲ।
- 28 ଓବଲ ଓ ଅବୀମାଯେଲ୍ ଓ ଶବା।
- 29 ଓଫୀର, ହବୀଲା ଓ ୟୋବବ୍, ଏହି ସମସ୍ତ ୟକ୍ତଲର ସନ୍ତାନ।
- 30 ମଷୋ ଅବଧି ପୂର୍ବ ଦିଗର ସଫାର ପର୍ବତ ପର୍ୟ୍ଯନ୍ତ ସମାନଙ୍କେର ବସତି ଥିଲା।
- 31 ଆପଣା ଦେଶ ରେ ସମାନଙ୍କେର ବଂଶ ଓ ଭାଷା ଓ ଗୋଷ୍ଠୀ ଅନୁସାରେ ଏ ସମସ୍ତେ ଶମରେ ସନ୍ତାନ।
- 32 ନିଜ ନିଜ ଗୋଷ୍ଠୀ ରେ ସମାନଙ୍କେ ବଂଶାବଳୀ ଅନୁସାରେ ଏମାନେ ନୋହଙ୍କର ସନ୍ତାନଗଣର ବଂଶ ଥିଲେ। ପୁଣି ଜଳପ୍ଲାବନ ପରେ ଏମାନଙ୍କଠାରୁ ଉତ୍ପନ୍ନ ନାନା ଗୋଷ୍ଠୀ ପୃଥିବୀ ରେ ବିଭକ୍ତ ହେଲେ।
Genesis 10
- Details
- Parent Category: Old Testament
- Category: Genesis
ଆଦି ପୁସ୍ତକ ଅଧ୍ୟାୟ 10