wheel

AJC Publications and Media Portal

 

But the Comforter, which is the Holy Ghost, whom the Father will send in my name, he shall teach you all things,
and bring all things to your remembrance, whatsoever I have said unto you. John 14:26


ଯିଶାଇୟ ଅଧ୍ୟାୟ 51
  • 1 "ହେ ଧର୍ମାଚାରୀଗଣ, ହେ ସଦାପ୍ରଭୁଙ୍କ ଅନ୍ବଷେଣକାରୀଗଣ। ତୁମ୍ଭମାନେେ ଆମ୍ଭର କଥା ଶୁଣ ; ତୁମ୍ଭମାନେେ ଯେଉଁ ଶୈଳରୁ କଟା ହାଇେଥିଲ ଓ ଯେଉଁ ଗର୍ତ୍ତରୁ ଚ୍ଛଦରେୁ ଖୋଳା ହାଇେଥିଲା, ତାହା ପ୍ରତି ଦୃଷ୍ଟିପାତ କର।
  • 2 ତୁମ୍ଭମାନଙ୍କ ପିତା ଅବ୍ରହାମ ଓ ଜନ୍ମଦାତ୍ରୀ ସାରା ପ୍ରତି ଦୃଷ୍ଟି ଦିଅ। ସେ ଯେତବେେଳେ ଏକାକୀ ଥିଲା ଆମ୍ଭେ ତାହାକୁ ଆହ୍ବାନ କଲୁ। ଆମ୍ଭେ ଆଶୀର୍ବାଦ କରି ତାକୁ ବହୁ ବଂଶ କଲୁ।"
  • 3 ସହେିପରି ସଦାପ୍ରଭୁ ସିୟୋନକୁ ଆଶୀର୍ବାଦ କରିବେ ; ସେ ତାହାର ଉପଦ୍ରୁତ ସ୍ଥାନଗୁଡ଼ିକ ପାଇଁ ଦୁଃଖିତ ହବେେ। ସେ ତାହାର ପ୍ରାନ୍ତରକୁ ଏଦନ ତୁଲ୍ଯ ଓ ତାହାର ମରୁଭୂମିକୁ ସଦାପ୍ରଭୁଙ୍କ ଉଦ୍ୟାନ ତୁଲ୍ଯ କରିବେ। ତାହାର ଲୋକମାନେ ଆନନ୍ଦିତ ଓ ଉଲ୍ଲସିତ ହବେେ ଏବଂ ସଙ୍ଗୀତ ଧ୍ବନି କରି ଧନ୍ଯବାଦ ଦବେେ।
  • 4 " ହେ ଆମ୍ଭର ଲୋକମାନେ, ଆମ୍ଭ ବାକ୍ଯ ରେ ଅବଧାନ କର ; ହେ ଆମ୍ଭର ଦେଶୀଯ ଲୋକମାନେ, ଆମ୍ଭ କଥା ରେ କର୍ଣ୍ଣପାତ କର। ଆମ୍ଭଠାରୁ ଏକ ବ୍ଯବସ୍ଥା ନିର୍ଗତ ହବେ ଓ ଆମ୍ଭେ ଗୋଷ୍ଠୀବର୍ଗର ଦୀପ୍ତି ନିମନ୍ତେ ଆମ୍ଭର ବିଚାର ସ୍ଥାପନ କରିବା।
  • 5 ଆମ୍ଭର ଧର୍ମ ନିକଟବର୍ତ୍ତୀ, ଆମ୍ଭର ପରିତ୍ରାଣ ନିର୍ଗତ ହାଇେଅଛି ଓ ଆମ୍ଭର ବାହୁ ଗୋଷ୍ଠୀବର୍ଗର ବିଚାର କରିବ। ଦ୍ବୀପଗଣ ଆମ୍ଭ ଅପେକ୍ଷା ରେ ରହିବେ ଓ ଆମ୍ଭର ପରାକ୍ରମ ରେ ଆଶା ରଖିବେ।
  • 6 ତୁମ୍ଭମାନେେ ସ୍ବର୍ଗମଣ୍ଡଳ ପ୍ରତି ଉର୍ଦ୍ଧ୍ବଦୃଷ୍ଟି କର ଓ ଅଧଃସ୍ଥିତ ଭୂମଣ୍ଡଳ ପ୍ରତି ନିରୀକ୍ଷଣ କର। କାରଣ ଆକାଶ ମଣ୍ଡଳ ଧୂମ ତୁଲ୍ଯ ଅନ୍ତର୍ହିତ ହବେ ଓ ଭୂମଣ୍ଡଳ ବସ୍ତୁ ତୁଲ୍ଯ ଜୀର୍ଣ୍ଣ ହବେ। ଆଉ ମଧ୍ଯ ପୃଥିବୀବାସୀ ସହେିପରି ମୃତ୍ଯୁବରଣ କରିବେ। ମାତ୍ର ଆମ୍ଭର ପରିତ୍ରାଣ ଅନନ୍ତକାଳସ୍ଥାଯୀ ହବେ ଓ ଆମ୍ଭର ଧର୍ମାଚାର ଲୁପ୍ତ ହବେ ନାହିଁ।
  • 7 ତୁମ୍ଭେ ଯେଉଁମାନଙ୍କୁ ଯଥାର୍ଥ ଜାଣ। ଯେଉଁ ଲୋକମାନେ ମାରେ ଶିକ୍ଷା ହୃଦଯ ରେ ଧରି ରଖନ୍ତି, ଦୟାକରି ମାେ କଥା ଶୁଣ, ତୁମ୍ଭମାନେେ ଦୁଷ୍ଟ ଲୋକଙ୍କ ଅପମାନ ରେ ଭୟଭୀତ ହୁଅ ନାହିଁ।
  • 8 କାରଣ ସମାନେେ ଜୀର୍ଣ୍ଣ ବସ୍ତୁ ସଦୃଶ ଓ କୀଟ ସମାନଙ୍କେୁ ଖାଇ ପକାଇବ ଓ ପୋକ ପଶମ ବସ୍ତୁକୁ ଖାଇଲା ପରି ସମାନଙ୍କେୁ ଖାଇ ପକାଇବ। ମାତ୍ର ଆମ୍ଭର ଧର୍ମ ଅନନ୍ତକାଳସ୍ଥାଯୀ ହବେ ଓ ଆମ୍ଭର ପରିତ୍ରାଣ ଚିରକାଳ ବିରାଜିତ ହବେ।"
  • 9 ହେ ସଦାପ୍ରଭୁଙ୍କ ବାହୁ, ଉଠ, ଜାଗ୍ରତ ହୁଅ। ବଳ ଧାରଣ କର। ଯେପରି ପୂର୍ବକାଳ ରେ ଓ ପ୍ରାଚୀନକାଳର ପୁରୁଷ ପରମ୍ପରା ସମୟରେ ଉଠିଥିଲ, ସହେିପରି ଜାଗ। ରାହବକୁ ଯେ ଖଣ୍ଡ ଖଣ୍ଡ କରି କାଟିଥିଲେ ଓ ନାଗକୁ ଯେ ବିଦ୍ଧ କରିଥିଲେ, ସହେି ପ୍ରଭୁ ତୁମ୍ଭେ ନୁହଁ କି ?
  • 10 ଯେ ସମୁଦ୍ରକୁ ଓ ଗଭୀରତମ ବାରିଧିର ଜଳରାଶିକୁ ଶୁଷ୍କ କଲେ, ଯେ ମୁକ୍ତିପ୍ରାପ୍ତ ଲୋକମାନଙ୍କର ପାର ହବୋ ପାଇଁ ସମୁଦ୍ରର ଗଭୀରତମ ସ୍ଥାନ ପଥ କଲେ, ସହେି ପ୍ରଭୁ ତୁମ୍ଭେ ନୁହଁ କି ?
  • 11 ସଦାପ୍ରଭୁଙ୍କ ନିସ୍ତାରିତ ଲୋକମାନେ ଫରେି ଆସିବେ, ଆନନ୍ଦ ଗାନ କରି ସିୟୋନ ରେ ଉପସ୍ଥିତ ହବେେ। ଚିର ଆନନ୍ଦ ସମାନଙ୍କେର ମସ୍ତକର ଭୂଷଣ ହବେ। ସମାନେେ ଆନନ୍ଦ ଓ ଉଲ୍ଲାସ ପ୍ରାପ୍ତ ହବେେ ଏବଂ ଦୁଃଖ ଶାେକ ସୁଦୂରଗାମୀ ହବେ।
  • 12 ସଦାପ୍ରଭୁ କୁହନ୍ତି, "ଆମ୍ଭେ ହେଉଛୁ ସହେି ଯେ ତୁମ୍ଭମାନଙ୍କୁ ସାନ୍ତ୍ବନା ଦିଅନ୍ତି, ତବେେ ତୁମ୍ଭେ କାହିଁକି ମରଣଶୀଳ ମାନବ ଯେ କି ତୃଣତୁଲ୍ଯ ଏପରି ମାନବର ସନ୍ତାନକୁ ଭୟ କରୁଅଛ ?'
  • 13 ସଦାପ୍ରଭୁ ଯେ ଏହି ଆକାଶମଣ୍ଡଳ ବିସ୍ତାର କରି ଅଛନ୍ତି, ପୃଥିବୀର ଭିତ୍ତିମୂଳ ସ୍ଥାପନ କରିଅଛନ୍ତି ଓ ତୁମ୍ଭର ନିର୍ମାଣକର୍ତ୍ତା, ତୁମ୍ଭେ ତାଙ୍କୁ ଭୁଲିଅଛ। ତେଣୁ ତୁମ୍ଭେ ଦିନୟାକ ନିରନ୍ତର ସମାନଙ୍କେୁ ଭୟ କରୁଛ ଯେ ତୁମ୍ଭକୁ ବିନାଶ କରିବାକୁ ଉଦ୍ଯତ ହାଇେ କୋପ କରିଛନ୍ତି। ମାତ୍ର ସହେି ଉପଦ୍ରବକାରୀ ଏବେ କାହାଁନ୍ତି ଓ ତାଙ୍କର କୋପ କାହିଁ ?
  • 14 ନିର୍ବାସିତ ବନ୍ଦୀ ଶୀଘ୍ର ମୁକ୍ତ ହବେ। ପୁଣି ସେ ମରି ଗର୍ତ୍ତକୁ ୟିବ ନାହିଁ। କିମ୍ବା ତାହାର ଖାଦ୍ୟର ଅଭାବ ହବେ ନାହିଁ।
  • 15 "ତରଙ୍ଗଗୁଡ଼ିକୁ ଗର୍ଜନ କରିବାକୁ ଯେ ସମୁଦ୍ରକୁ ଆଲୋଡ଼ିତ କରନ୍ତି। ଆମ୍ଭେ ସହେି ସଦାପ୍ରଭୁ ତୁମ୍ଭ ପରମେଶ୍ବର ଅଟୁ।' ତାଙ୍କର ନାମ ସର୍ବଶକ୍ତିମାନ ସଦାପ୍ରଭୁ।
  • 16 " ହେ ମାରେ ସବେକ ଇଶ୍ରାୟେଲ, ଆମ୍ଭେ ତୁମ୍ଭ ମୁଖ ରେ ଆମ୍ଭର ବାକ୍ଯ ରଖିଅଛୁ ଓ ଆମ୍ଭର ହସ୍ତର ଛାଯା ରେ ତୁମ୍ଭକୁ ଆଚ୍ଛାଦନ କରିଅଛୁ। ତୁମ୍ଭେ ସିୟୋନକୁ ଏହା କହିବ ଯେ ଆମ୍ଭେ ସ୍ବର୍ଗମଣ୍ଡଳ ରୋପଣ କରିଅଛୁ ଓ ପୃଥିବୀର ଭିତ୍ତିମୂଳ ସ୍ଥାପନ କରିଅଛୁ, "ତୁମ୍ଭମାନେେ ମାରେ ସନ୍ତାନ।"'
  • 17 ହେ ୟିରୁଶାଲମ, ଉଠ, ଜାଗ, ଛିଡ଼ାହୁଅ, କାରଣ ସଦାପ୍ରଭୁ ତୁମ୍ଭ ଉପ ରେ କୋପ କରିଛନ୍ତି। ତେଣୁ ସେ ତୁମ୍ଭକୁ ଦଣ୍ଡ ଦଇେଛନ୍ତି। ସେ ଦଣ୍ଡ ଏକ ମଦପାତ୍ର ସଦୃଶ ଓ ତୁମ୍ଭେ ତାହା ପାନ କରିଛି। ତୁମ୍ଭେ ସଦାପ୍ରଭୁଙ୍କ ହସ୍ତରୁ କୋପରୂପ ପାନପାତ୍ର ନଇେ ତାହାକୁ ଶଷେ କରିଅଛ।
  • 18 ୟିରୁଶାଲମ ଅନକେ ସନ୍ତାନ ଜନ୍ମ ଦଇେଛି, ମାତ୍ର ସମାନଙ୍କେ ମଧିଅରେ ତାକୁ ବାଟ କଢ଼ାଇ ନବୋକୁ କହେି ନାହାଁନ୍ତି। ପୁଣି ସେ ଯେଉଁ ସନ୍ତାନଗଣଙ୍କୁ ପାଳନ କରିଅଛି, ସମାନଙ୍କେ ମଧିଅରେ କହେି ତାହା ହାତଧରି ନବୋ ପାଇଁ ନାହାଁନ୍ତି।
  • 19 ଦୁଇଟି ବିଷଯ ତୁମ୍ଭ ପ୍ରତି ଘଟିଅଛି, ଶୂନ୍ଯତା ଓ ବିନାଶ ଏବଂ ଦୁର୍ଭିକ୍ଷ ଓ ଖଡ୍ଗ।
  • 20 ତୁମ୍ଭର ସନ୍ତାନଗଣ ମୂର୍ଚ୍ଛିତ ହାଇେଅଛନ୍ତି। ସମାନେେ ପ୍ରେତ୍ୟକକ ସଡ଼କ ମୁଣ୍ଡ ରେ ପଡ଼ିଛନ୍ତି ଯେପରି ହରିଣ ଜାଲ ପାଶ ରେ ଆବଦ୍ଧ ହୁଏ। ସମାନେେ ସଦାପ୍ରଭୁଙ୍କ କୋପ ରେ ଓ ତୁମ୍ଭ ପରମେଶ୍ବରଙ୍କ ଧମକରେ ପରିପୂର୍ଣ୍ଣ।
  • 21 ଏଣୁକରି ଦୟାକରି ଏହା ଶୁଣ, ହେ ୟିରୁଶାଲମ, ତୁମ୍ଭେ ଦ୍ରାକ୍ଷାରସର କୁହୁକରେ ମତ୍ତ ନୁହଁ, କିନ୍ତୁ ତୁମ୍ଭେ ମତ୍ତୁଆଲା ଅଟ।
  • 22 ତୁମ୍ଭ ପ୍ରଭୁ ସଦାପ୍ରଭୁ ଯେ କି ନିଜ ଲୋକମାନଙ୍କର ସପକ୍ଷ ରେ ସହେି ପରମେଶ୍ବର ଏହି କଥା କୁହନ୍ତି, " ଦେଖ, ଆମ୍ଭେ " କୋପରୂପକ ପାନପାତ୍ର' ତୁମ୍ଭ ହସ୍ତରୁ କାଢ଼ି ନଇେ ଅଛୁ। ତୁମ୍ଭେ ଆଉ ପାନ କରିବ ନାହିଁ ଅର୍ଥାତ୍ ଆମ୍ଭେ ଆଉ ତୁମ୍ଭକୁ ଦଣ୍ଡ ଦବେୁ ନାହିଁ।
  • 23 ଯେଉଁମାନେ ତୁମ୍ଭକୁ କ୍ଲେଶ ଦଇେଛନ୍ତି, ସହେିମାନଙ୍କ ବିପକ୍ଷ ରେ ଆମ୍ଭେ ୟିବା। ସମାନେେ ତୁମ୍ଭକୁ କହିଛନ୍ତି, "ତୁମ୍ଭେ ନଇଁପଡ଼, ଆମ୍ଭେ ତୁମ୍ଭ ଉପ ରେ ଗମନ କରିବୁ।' ପୁଣ ତୁମ୍ଭମାନେେ ଭୂମି ଓ ସଡ଼କପରି ପିଠି ପାତି ଦଇେଛ ଏବଂ ସମାନେେ ତୁମ୍ଭମାନଙ୍କ ଉପ ରେ ଗମନାଗମନ କରିଛନ୍ତି।"