- 1 ଶୁଣ ! ଜ୍ଞାନ ତାଙ୍କଠାରୁ ଶୁଣିବାକୁ ଡ଼ାକୁଛନ୍ତି।
- 2 ମାେ ପଥ ପାଶର୍ବସ୍ଥ ଉଚ୍ଚସ୍ଥାନ ରେ ଠିଆ ହୁଏ। ସେ ପ୍ରେତ୍ୟକକ ସଂୟୋଗ ରାସ୍ତା ରେ ଠିଆ ହୁଏ।
- 3 ସେ ନଗରଦ୍ବାର ନିକଟରେ ଠିଆ ହୁଏ ଏବଂ ଡାକେ।
- 4 ଜ୍ଞାନୀ କ ହେ, " ହେ ମନୁଷ୍ଯଗଣ ମୁଁ ତୁମ୍ଭମାନଙ୍କୁ ଡ଼ାକୁଅଛି। ମୁଁ ପ୍ରେତ୍ୟକକ ଲୋକଙ୍କୁ ଡାକେ।
- 5 ଯଦି ତୁମ୍ଭମାନଙ୍କର ଅଭିଜ୍ଞତା ନାହିଁ, ତୁମ୍ଭେ ଜ୍ଞାନୀ ହୁଅ। ହେ ନିର୍ବୋଧମାନେ, ତୁମ୍ଭମାନେେ ସୁବିବଚେନା କର।
- 6 ଶୁଣ, କାରଣ ମୁଁ ତୁମ୍ଭକୁ ଉତ୍କୃଷ୍ଟ ବିଷଯ କହିବି। ଏବଂ ମୁଁ ତୁମ୍ଭମାନଙ୍କୁ ଉଚିତ୍ କଥା କହିବି। ଯାହା ମାେ ପାଟିରୁ ବାହାରିବ।
- 7 ମାରେବାକ୍ଯସବୁ ସତ୍ଯ ଅଟେ। ମୁଁ ଦୁଷ୍ଟତା ଛଳନାକୁ ଘୃଣା କରେ।
- 8 ମୁଁ ଯାହା କ ହେ, ତାହା ସତ୍ଯ ଓ ଯଥାର୍ଥ। ମାରେ ବାକ୍ଯ ରେ ମିଥ୍ଯା କିମ୍ବା କୁଟିଳତା ନ ଥାଏ।
- 9 ଯେ ତାହା ସବୁ ବୁଝେ ସେସବୁ ତାପାଇଁ ସ୍ପଷ୍ଟ। ଯେଉଁ ବ୍ଯକ୍ତିର ଜ୍ଞାନ ଅଛି, ସେ ସବୁ ବୁଝେ।
- 10 ମାରେ ଶିକ୍ଷା ଗ୍ରହଣ କର, ଏହା ରୂପାଠାରୁ ମୂଲ୍ଯବାନ୍। ଏହା ମଧ୍ଯ ଗିନି ସୁନାଠାରୁ ମୂଲ୍ଯବାନ୍।
- 11 ଜ୍ଞାନ ମୁକ୍ତାଠାରୁ ମୂଲ୍ଯବାନ, ତୁମ୍ଭେ ଯାହା ଆଶା କରୁଛ ତାହା ଏହାଠାରୁ ଅଧିକ ମୂଲ୍ଯବାନ।"
- 12 ମୁଁ ହେଉଛି ଜ୍ଞାନ, ମୁଁ ସାବଧାନତାର ସହିତ ବାସ କରିଛି। ମୁଁ ଜ୍ଞାନ ଓ ଉତ୍ତମ ପରିଣାମ ସହିତ ପାଇଥାଏ।
- 13 ଯଦି କହେି ଲୋକ ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କରେ, ତବେେ ସେ ଲୋକ କୁକର୍ମକୁ ଘୃଣା କରିବ। ମୁଁ (ଜ୍ଞାନ) ଗର୍ବ, ଅହଙ୍କାର ଓ କୁପଥ ଏବଂ କୁଟିଳତାକୁ ଘୃଣା କରେ।
- 14 ମନ୍ତ୍ରଣା ଓ ତତ୍ତ୍ବଜ୍ଞାନ ମାଠାେ ରେ ଥାଏ। ମୁଁ ହିଁ 'ସୁବିବଚେନା' ମାଠାେ ରେ ବଳ ଅଛି।
- 15 ମାେ ମାଧ୍ଯମ ରେ ରାଜାମାନେ ରାଜତ୍ବ କରନ୍ତି। ଶାସନକର୍ତ୍ତାମାନେ ମାେ ଦ୍ବାରା ଯଥାର୍ଥ ବିଚାର କରନ୍ତି।
- 16 ମାେ ଦ୍ବାରା ରାଜକୁମାରୀ ଏବଂ ଶ୍ ରେଷ୍ଠଗଣ ଶାସନ କରନ୍ତି, ଯେଉଁମାନେ ଲୋକଙ୍କୁ ନିଷ୍କପଟ ଭାବରେ ଶାସନ କରନ୍ତି।
- 17 ଯେଉଁମାନେ ମାେତେ ପ୍ ରମେ ପରନ୍ତି, ମୁଁ ସମାନଙ୍କେୁ ପ୍ ରମେ କରେ। ଯେଉଁମାନେ ଚେଷ୍ଟା କରନ୍ତି, ମାରେ ଅନ୍ବଷେଣ କରନ୍ତି, ସମାନେେ ମାେତେ ପାଆନ୍ତି।
- 18 ମାେ ସହିତ ଧନସମ୍ପଦ ଓ ସମ୍ମାନ ଅଛି। ମୁଁ ସତ୍ଯର ସମ୍ପତ୍ତି ଓ ଧାର୍ମିକତା ଦେଉଛି।
- 19 ମାରେ ଫଳ ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ଉତ୍ତମ ଅଟେ। ମାରେ ଆଯୁ ରୂପା ଅପେକ୍ଷା ଉତ୍ତମ ଅଟେ।
- 20 ମୁଁ ଧାର୍ମିକତାର ମାର୍ଗ ରେ, ବିଚାରର ପଥ ମଧିଅରେ ଗମନ କରେ।
- 21 ଯେଉଁମାନେ ମାେତେ ପ୍ ରମେ କରନ୍ତି, ସମାନଙ୍କେୁ ସବୁ ସମ୍ପତ୍ତିର ଅଧିକାରୀ କରେ। ସମାନଙ୍କେ ଭଣ୍ଡାର ପୂର୍ଣ୍ଣ କରେ।
- 22 ସଦାପ୍ରଭୁ ନିଜ ଗତିର ଆରମ୍ଭ ରେ, ତାଙ୍କ କର୍ମ ସକଳର ପୂର୍ବ ରେ ମାେତେ ଅଧିକାର କରିଥିଲେ।
- 23 ଅନାଦିକାଳରୁ ଅବା ଆଦ୍ଯ କାଳାବଧି, ଅବା ପୃଥିବୀର ମୂଳ ସ୍ଥାପନର ପୂର୍ବରୁ ମୁଁ ସ୍ଥାପିତ ଅଛି।
- 24 ଯେତବେେଳେ ଗଭୀର ସମୁଦ୍ର ନ ଥିଲା ଏବଂ ଯେତବେେଳେ ନିର୍ଝର ସକଳ ଜଳପୂର୍ଣ୍ଣ ନ ଥିବା ସମୟରେ ମୁଁ ଜନ୍ମ ହାଇେଥିଲି।
- 25 ପର୍ବତଗଣ ଓ ଉପପର୍ବତ ଗଣ ସ୍ଥାପିତ ହବୋ ପୂର୍ବରୁ, ମୁଁ ଜନ୍ମ ହାଇେଥିଲି।
- 26 ସେସମୟରେ ଭୂମି କି ପ୍ରାନ୍ତର, କି ଜଗତସ୍ଥ ଧୂଳିର ଅଗ୍ରିମାଂଶ ସେ ସୃଷ୍ଟି କରି ନ ଥିଲେ।
- 27 ଯେଉଁ ସମୟରେ ସେ ସ୍ବର୍ଗ ସ୍ଥାପନ କଲେ, ସମୁଦ୍ରର ସୀମା ସ୍ଥିର କଲେ। ସେ ସମୟରେ ମୁଁ ସଠାେ ରେ ଥିଲି।
- 28 ସେ ମେଘକୁ ଆକାଶ ରେ ଝୁଲାଇଲେ, ଯେତବେେଳେ ସେ ସମୁଦ୍ରର ଉତ୍ସକୁ ପୂର୍ଣ୍ଣ କଲେ।
- 29 ଯେଉଁ ସମୟରେ ସେ ସମୁଦ୍ରର ସୀମା ନିରୂପଣ କଲେ ଜଳସମୁହ ଯେପରି ତାଙ୍କର ଆଜ୍ଞା ଲଙ୍ଘନ କରି ନ ପା ରେ, ଯେଉଁ ସମୟରେ ଜଗତର ମୂଳଦୁଆସବୁ ତିଆରି କଲେ।
- 30 ସହେି ସମୟରେ ମୁଁ ତାଙ୍କ ନିକଟରେ କର୍ମକର୍ତ୍ତା ଥିଲି। ମୁଁ ପ୍ରତିଦିନ ଆନନ୍ଦଦାଯୀ ହାଇେ ତାଙ୍କ ସମ୍ମୁଖ ରେ ସର୍ବଦା ଆନନ୍ଦ ପ୍ରଦାନ କରୁଥିଲି।
- 31 ସେ ସୃଷ୍ଟି କରିଥିବା ପୃଥିବୀ ରେ ମୁଁ ଉପଭୋଗ କଲି। ମାରେ ଆନନ୍ଦ ଲୋକମାନଙ୍କ ସହିତ ଥିଲା।
- 32 ଏଥିପାଇଁ ହେ ମାରେ ପୁତ୍ରମାନେ, ମାରେ କଥା ଶୁଣ। ଯଦି ତୁମ୍ଭମାନେେ ମାରେ ପଥ ଧରିବ, ତୁମ୍ଭେ ଧନ୍ଯ ହବେ।
- 33 ମାରେ ଉପଦେଶ ଶୁଣ ଓ ଜ୍ଞାନବାନ ହୁଅ। ତାହାକୁ ଅଗ୍ରାହ୍ଯ କର ନାହିଁ।
- 34 ଯେକହେି ମାରେ କଥା ଶୁଣେ, ସେ ଖୁସି ହବେ। ସେ ମାେ ଦ୍ବାର ନିକଟକୁ ସବୁଦିନ ଶୀଘ୍ର ଆ ସେ ଏବଂ ମାରେ ଦ୍ବାର ବାହା ରେ ଅପେକ୍ଷା କରେ।
- 35 ଯେଉଁ ଲୋକ ମାେତେ ପାଏ, ସେ ଜୀବନ ପାଏ। ସେ ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାପ୍ତ ହବେ।
- 36 କିନ୍ତୁ ଯେ ମାରେ ବିରୁଦ୍ଧ ରେ ପାପ କରେ, ସେ ଆପଣା ପ୍ରାଣର କ୍ଷତି କରେ। ଯେଉଁ ସବୁ ଲୋକ ମାେତେ ଘୃଣା କରନ୍ତି, ସମାନେେ ମୃତ୍ଯୁକୁ ଭୟ କରନ୍ତି।"
Proverbs 08
- Details
- Parent Category: Old Testament
- Category: Proverbs
ହିତୋପଦେଶ ଅଧ୍ୟାୟ 8