- 1 ହେ ସଦାପ୍ରଭୁ, ମୁଁ ଗର୍ବୀ ବା ଅହଙ୍କାରୀ ନୁହେଁ। ମୁଁ ଗୁରୁତ୍ବପୂର୍ଣ୍ଣ ଜିନିଷ କରିବା ପାଇଁ ଚେଷ୍ଟା କରୁ ନାହିଁ। ମୁଁ ମହାନ୍ କାର୍ୟ୍ଯ କିଅବା ବହୁତ ଆଶ୍ଚର୍ୟ୍ଯ କାର୍ୟ୍ଯ କରିବା ପାଇଁ ଆଗ୍ରହୀ ହାଇେ ନାହିଁ।
- 2 ମୁଁ ଶାନ୍ତ ଅଟେ, ମାରେ ପ୍ରାଣ ଧୀର ଅଟେ।
- 3 ଏକ ଶିଶୁ ତା'ର ମା କୋଳରେ ଥିବାପରି ମୁଁ ପ୍ରାଣ ଶାନ୍ତ ଓ ସୁସ୍ଥିର ଅଟେ।
- 4 ହେ ଇଶ୍ରାୟେଲ, ବର୍ତ୍ତମାନ ଏବଂ ଅନନ୍ତକାଳ ପାଇଁ ସଦାପ୍ରଭୁଙ୍କଠାରେ ବିଶ୍ବାସ ରଖ।
- 5
- 6
Psalms 013
- Details
- Parent Category: Old Testament
- Category: Psalms
ଗୀତସଂହିତା ଅଧ୍ୟାୟ 13