- 1 ହେ ସଦାପ୍ରଭୁ ପରମେଶ୍ବର, ତୁମ୍ଭେ ମାରେ ପରିତ୍ରାଣକର୍ତ୍ତା। ମୁଁ ଦିନ ଓ ରାତ୍ରି ତୁମ୍ଭ ନିକଟରେ ପ୍ରାର୍ଥନା କରିଅଛି।
- 2 ମାରେ ପ୍ରାର୍ଥନା ପ୍ରତି ଟିକେ ଧ୍ଯାନ ଦିଅ। ମାେ ପ୍ରତି ଦୟାକରି, ମାରେ ପ୍ରାର୍ଥନାରେ କର୍ଣ୍ଣପାତ କର।
- 3 ମାରେ ପ୍ରାଣ ଦୁଃଖରେ ଭରପୁର। ମୁଁ ଶୀଘ୍ର ମରିୟିବି।
- 4 ମୁଁ ଜଣେ ଶକ୍ତି ହରାଇଥିବା ପ୍ରାଯ ମୃତ ଲୋକପରି ହାଇେଅଛି।
- 5 ମୃତଲୋକମାନଙ୍କ ମଧ୍ୟରେ ମାେତେ ଖାଜେ। ମୁଁ କବରରେ ଶାଇେଥିବା ମୃତ ବ୍ଯକ୍ତିପରି ଏବଂ ଲୋକମାନେ ଏ ବିଷଯରେ ସବୁ ଭୁଲିଗଲେ ଓ ସହାୟ ନାହିଁ।
- 6 ତୁମ୍ଭେ ମାେତେ ପୃଥିବୀର ଗାଢ଼ ଅନ୍ଧକାରର ଗଭୀର ସ୍ଥାନରେ ରଖିଅଛ।
- 7 ତୁମ୍ଭ କୋର୍ଧରେ ମୁଁ ବୋଝ ଅନୁଭବ କଲି। ତୁମ୍ଭର ସମସ୍ତ ଢ଼େଉ ମାେତେ ଓଲଟ ପାଲଟ କରି ପକାଏ।
- 8 ମାରେ ବନ୍ଧୁମାନେ ମାେତେ ଛାଡ଼ିଗଲେ, ମୁଁ ଅଛୁଆଁ ପରି ସମାନେେ ମାଠାରୁେ ଦୂରଇେ ଗଲେ। ମୁଁ ଏକ ଗୃହରେ ବନ୍ଦୀ ଅଛି, ମୁଁ ବାହାରକୁ ୟାଇପାରିବି ନାହିଁ।
- 9 କ୍ଲେଶ ସକାଶୁ ମାରେ ଚକ୍ଷୁ କ୍ଷୀଣ ହାଇେଅଛି। ହେ ସଦାପ୍ରଭୁ, ମୁଁ ପ୍ରତିଦିନ ତୁମ୍ଭ ନିକଟରେ ପ୍ରାର୍ଥନା କରୁଅଛି। ତୁମ୍ଭଠାରେ ମୁଁ ହାତ ପାତୁ ଅଛି।
- 10 ତୁମ୍ଭେ କ'ଣ ମୃତ ଲୋକମାନଙ୍କ ପାଇଁ ଆଶ୍ଚର୍ୟ୍ଯ କ୍ରିଯା କର ? ମୃତ ଲୋକମାନେ କ'ଣ ଉଠି ଓ ତୁମ୍ଭର ପ୍ରଶଂସା କରିବେ ?
- 11 ମୃତ କବରରେ ଲୋକମାନେ ତୁମ୍ଭର ବିଶ୍ବସ୍ତତା ବିଷଯରେ କଥା ହାଇପୋରିବେ ନାହିଁ। ମୃତ ଲୋକମାନେ ତୁମ୍ଭର ସ୍ନହପେୂର୍ଣ୍ଣ କରୁଣା ବିଷଯରେ ପ୍ରଚାର କରିପାରିବେ ନାହିଁ।
- 12 ଅନ୍ଧାରରେ ଥିବା ମୃତ ଲୋକମାନେ ତୁମ୍ଭର ଆଶ୍ଚର୍ୟ୍ଯ କ୍ରିଯା ଦେଖି ପାରିବେ ନାହିଁ। ପୃଥିବୀରେ ମୃତ ଲୋକମାନେ ଭୁଲିୟାଇ ତୁମ୍ଭ ସୁଗୁଣ ପ୍ରଶଂସା କରିପାରିବେ ନାହିଁ।
- 13 ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ ଗୁହାରି କରୁଅଛି। ମାେତେ ସାହାରା ଦିଅ। ପ୍ରେତ୍ୟକକ ପ୍ରଭାତରେ ମୁଁ ତୁମ୍ଭ ନିକଟରେ ପ୍ରାର୍ଥନା କରିଅଛି।
- 14 ହେ ସଦାପ୍ରଭୁ, ତୁମ୍ଭେ କାହିଁକି ମାେତେ ପରିତ୍ଯାଗ କରୁଛ ? ତୁମ୍ଭେ କାହିଁକି ମାେ କଥା ଶୁଣୁ ନାହଁ ?
- 15 ମୁଁ ବାଲ୍ଯକାଳରୁ ଦୁଃଖ ଭୋଗ କରି ମୃତ୍ଯୁର ଶଷେ ଆଡ଼କୁ ଆସିଅଛି। ମୁଁ ଭୀଷଣ ଦୁଃଖ ପାଉଅଛି, ୟାହା ତୁମ୍ଭେ କରିଅଛ।
- 16 ତୁମ୍ଭର କୋପ ମାେ ଉପରେ ବର୍ତ୍ତିଅଛି, ତୁମ୍ଭ ବିଷଯକ ଭୟ ମାେତେ ଉଚ୍ଛିନ୍ନ କରିଅଛି।
- 17 ଏକ ବନ୍ଯାପରି ତୁମ୍ଭର ଆକ୍ରମଣ ମାେତେ ଦିନସାରା ଘରେି ରହିଥିଲା। ସମାନେେ ସବୁଆଡ଼ୁ ମାେତେ ବନ୍ଦ କଲେ।
- 18 ତୁମ୍ଭେ ମାରେ ପ୍ରିଯ ଲୋକମାନଙ୍କୁ ମାଠାରୁେ ଦୂରଇେ ରଖିଅଛ। ମାେ ପରିଚିତ ଲୋକମାନେ ଅନ୍ଧକାରରେ ରହିଅଛନ୍ତି।
Psalms 088
- Details
- Parent Category: Old Testament
- Category: Psalms
ଗୀତସଂହିତା ଅଧ୍ୟାୟ 88