- 1 ହେ ସଦାପ୍ରଭୁ, ମାରେ ପ୍ରାର୍ଥନା ଶୁଣ! ମାରେ ସାହାୟ୍ଯ ପାଇଁ କରୁଥିବା ପ୍ରାର୍ଥନା ଶୁଣ।
- 2 ହେ ସଦାପ୍ରଭୁ, ମାରେ ସଙ୍କଟ କାଳରେ ମାରେ ନିକଟକୁ ବିମୁଖ ହୁଅ ନାହିଁ। ମାେ ପ୍ରତି କର୍ଣ୍ଣପାତ କର। ଯେତବେେଳେ ମୁଁ ସାହାୟ୍ଯ ପାଇଁ ପ୍ରାର୍ଥନା କରେ ଶୀଘ୍ର ମାେତେ ଉତ୍ତର ଦିଅ।
- 3 ମାରେ ଜୀବନ ଧୂଆଁ ପରି କ୍ଷଯ ପାଉଅଛି। ମାରେ ଅସ୍ଥି ନିଆଁ ଖୁଣ୍ଟାପରି ଜଳେ।
- 4 ମାରେ ଶକ୍ତିସବୁ ଶଷେ ହାଇୟୋଇଛି। ମୁଁ ୟପରେି ଶୁଖିଲା ତୃଣପରି। ଏପରିକି ମୁଁ ଖାଇବା ପାଇଁ କ୍ଷୁଧା ହରଇେଅଛି।
- 5 ମାରେ ଦୁଃଖ ସକାଶୁ ବର୍ତ୍ତମାନ ମୁଁ ଖାଲି ଚର୍ମ ଏବଂ ଅସ୍ଥି ହାଇେଛି।
- 6 ମୁଁ ମରୁଭୂମିର ଏକାକୀ ପଚୋ ପରି, ମୁଁ ଏକ ପଚୋପରି ନିଃସଙ୍ଗ ୟିଏକି ଏକ ପୁରୁଣା ଧ୍ବଂସିତ ପରିତ୍ଯକ୍ତ କୋଠାରେ ବାସ କରୁଛି।
- 7 ଛାତ ଉପରିସ୍ଥ ଏକାକୀ ଘରଚଟିଆ ପରି ମୁଁ ଶୋଇପାରେ ନାହିଁ।
- 8 ମାରେ ଶତ୍ରୁଗଣ ମାେତେ ସର୍ବଦା ଅପମାନିତ କରନ୍ତି। ମାେତେ ସମାନେେ ପରିହାସ କରନ୍ତି।
- 9 ମାରେ ଦୁଃଖ ହିଁ ଏକମାତ୍ର ଭୋଜନ। ମାରେ ପଯେଦ୍ରବ୍ଯ ଅଶ୍ରୁଜଳ ସଙ୍ଗେ ମିଶିଅଛି।
- 10 କାହିଁକି ? କାରଣ ହେ ସଦାପ୍ରଭୁ, ତୁମ୍ଭେ ମାେ ପ୍ରତି କୃଦ୍ଧ ହେଲ। ତୁମ୍ଭେ ମାେତେ ଉପରକୁ ଟକେି ପୁଣି ଦୂରକୁ ଫିଙ୍ଗି ଦଲେ।
- 11 ମାରେ ଜୀବନ ପ୍ରାଯ ଶଷେ ହାଇେଅଛି। ମୁଁ ବର୍ତ୍ତମାନ ଏକ ଶୁଷ୍କ ଏବଂ ମଲା ଘାସ ପରି, ଶଷେ ଦିନର ଛାଇ ତୁଲ୍ଯ।
- 12 କିନ୍ତୁ ହେ ସଦାପ୍ରଭୁ, ତୁମ୍ଭେ ସବୁଦିନ ଶାସନ କର। ତୁମ୍ଭର ନାମ ଚିରଦିନ ପାଇଁ ଚାଲୁ ରହିଥିବ।
- 13 ତୁମ୍ଭେ ଉଠ ଓ ସିୟୋନକୁ ଦୟା କର। ସହେି ୟଥାର୍ଥ ସମୟ ଆସିଅଛି। ଯେତବେେଳେ ତୁମ୍ଭେ ସିୟୋନକୁ ଦୟା କରିବ।
- 14 ତୁମ୍ଭର ଦାସଗଣ ସିୟୋନର ଶୈଳକୁ ପ୍ରମେ କରନ୍ତି। ସମାନେେ ଏପରିକି ସହରର ଧୂଳିକି ମଧ୍ଯ ପ୍ରମେ କରନ୍ତି।
- 15 ଜାତିଗୁଡ଼ିକ ସଦାପ୍ରଭୁଙ୍କ ନାମରେ ଉପାସନା କରିବେ। ହେ ସଦାପ୍ରଭୁ, ପୃଥିବୀର ସମସ୍ତ ରାଜାଗଣ ତୁମ୍ଭର ମହିମାକୁ ଭୟ କରିବେ।
- 16 ସଦାପ୍ରଭୁ ସିଯୋନକୁ ପୁନରାଯ ତଆରି କରିବେ। ଲୋକମାନେ ତାଙ୍କର ମହିମା ପୁନରାଯ ଦେଖିବେ।
- 17 ଯେଉଁମାନେ ଗରିବ ଅବସ୍ଥାରେ ଅଛନ୍ତି, ପରମେଶ୍ବର ସମାନଙ୍କେର ପ୍ରାର୍ଥନା ଶୁଣିବେ। ସେ ସମାନଙ୍କେର ବୀନତିକୁ ଉପେକ୍ଷା କରିବେ ନାହିଁ।
- 18 ଭବିଷ୍ଯତ ବଂଶଧର ପାଇଁ ଏହିକଥା ଲେଖି ରଖ ଏବଂ ୟପରେିକି ଲୋକମାନେ ଏପର୍ୟ୍ଯନ୍ତ ଜନ୍ମ ହାଇେ ନାହାନ୍ତି, ଯେଉଁମାନେ ପରମେଶ୍ବରଙ୍କୁ ପ୍ରଶଂସା କରିବେ।
- 19 ସଦାପ୍ରଭୁ ତାଙ୍କର ପବିତ୍ରସ୍ଥାନ ଉପରୁ ତଳକୁ ଚାହିଁବେ। ସଦାପ୍ରଭୁ ସ୍ବର୍ଗରୁ ପୃଥିବୀକୁ ଚାହିଁବେ।
- 20 ସେ ବନ୍ଦୀମାନଙ୍କର ପ୍ରାର୍ଥନା ଗ୍ରହଣ କରିବେ। ମୃତ୍ଯୁଦଣ୍ଡ ପାଇଥିବା ଲୋକମାନଙ୍କୁ ମୁକ୍ତ କରିବେ।
- 21 ଏହାପରେ ସିୟୋନର ଲୋକମାନେ ସଦାପ୍ରଭୁଙ୍କ ବିଷଯରେ କହିବେ। ସମାନେେ ତାଙ୍କ ନାମ ୟିରୁଶାଲମରେ ପ୍ରଶଂସା କରିବେ।
- 22 ସମସ୍ତ ଜାତି ଏକତ୍ରୀତ ହବେେ ଓ ସକଳ ରାଜ୍ଯ ସଦାପ୍ରଭୁଙ୍କର ସବୋପାଇଁ ଆସିବେ।
- 23 ମାରେ ଜୀବନର ମଝିରେ ସଦାପ୍ରଭୁ ମାରେ ବଳକୁ ହ୍ରାସ କରି, ସେ ମାରେ ଆଯୁ ଊଣା କରିଛନ୍ତି।
- 24 ତଣେୁ ମୁଁ କହିଲି, "ମାେ ପରମେଶ୍ବର ୟୁବାବସ୍ଥାରେ ମାରେ ପ୍ରାଣ ନିଅ ନାହିଁ। ତୁମ୍ଭେ ଚିରଦିନ ଆମର।
- 25 ବହୁଦିନ ପୂର୍ବରୁ ତୁମ୍ଭେ ପୃଥିବୀକୁ ସୃଷ୍ଟି କଲ। ତୁମ୍ଭେ ଆକାଶକୁ ନିଜ ହସ୍ତରେ ନିର୍ମାଣ କଲ।
- 26 ପୃଥିବୀ ଓ ଆକାଶ ଦିନେ ଶଷେ ହବେ। କିନ୍ତୁ ତୁମ୍ଭେ ନିତ୍ଯ ବିରାଜିତ। ତାହାସବୁ ବସ୍ତ୍ରପରି ସେସବୁ ବଦଳାଇ ଦବେ।
- 27 କିନ୍ତୁ ତୁମ୍ଭେ ପରମେଶ୍ବର, କବେେ ପରିବର୍ତ୍ତନ ହବେ ନାହିଁ। ତୁମ୍ଭେ ଚିରକାଳ ରହିବ।
- 28 ଆମ୍ଭମାନେେ ତୁମ୍ଭର ଦାସ ଅଟୁ ଏବଂ ଆମ୍ଭର ସନ୍ତାନମାନେ ଏଠାରେ ନିରାପଦରେ ବାସ କରିବେ। ଏବଂ ସମାନଙ୍କେର ବଂଶଧରମାନେ ତୁମ୍ଭର ସୁରକ୍ଷାରେ ସୁରକ୍ଷିତ ରହିବେ।"
Psalms 102
- Details
- Parent Category: Old Testament
- Category: Psalms
ଗୀତସଂହିତା ଅଧ୍ୟାୟ 102