- 1 ମୁଁ ସାହାୟ୍ଯ ପାଇଁ ପର୍ବତଗଣ ଆଡ଼େ ଚା ହେଁ। କିନ୍ତୁ ପ୍ରକୃତରେ କେଉଁଠାରୁ ମାରେ ସାହାୟ୍ଯ ଆସିବ ?
- 2 ମାରେ ସାହାୟ୍ଯ ସଦାପ୍ରଭୁଙ୍କଠାରୁ ଆସିବ ୟିଏକି ଆକାଶ ଓ ପୃଥିବୀର ସୃଷ୍ଟିକର୍ତ୍ତା।
- 3 ସେ ତୁମ୍ଭର ପାଦକୁ ଟଳମଳ ହବୋକୁ ଦବେେ ନାହିଁ। ତୁମ୍ଭର ରକ୍ଷାକର୍ତ୍ତା କବେେ ହେଲେ ନିଦ୍ରିତ ହବେେ ନାହିଁ।
- 4 ଇଶ୍ରାୟେଲର ରକ୍ଷାକର୍ତ୍ତା କବେେ ନିଦ୍ରା ଯିବେ ନାହିଁ। କି କବେେ ଶାଇେବେ ନାହିଁ।
- 5 ସଦାପ୍ରଭୁ ତୁମ୍ଭର ରକ୍ଷାକର୍ତ୍ତା। ସଦାପ୍ରଭୁ ତୁମ୍ଭର ଦକ୍ଷିଣ ପାଶର୍ବରେ ତୁମ୍ଭକୁ ଢ଼ାଲ ଘୋଡ଼ାନ୍ତି ଏବଂ ରକ୍ଷା କରନ୍ତି।
- 6 ଦିନରେ ସୂର୍ୟ୍ଯ ତୁମ୍ଭକୁ ଆଘାତ କରିପାରିବେ ନାହିଁ କିମ୍ବା ରାତିରେ ଚନ୍ଦ୍ର ତୁମ୍ଭକୁ ଆଘାତ କରିପାରିବ ନାହିଁ।
- 7 ସମସ୍ତ ବିପଦରୁ ସଦାପ୍ରଭୁ ତୁମ୍ଭକୁ ରକ୍ଷା କରିବେ। ସେ ତୁମ୍ଭର ଜୀବନକୁ ରକ୍ଷା କରିବେ।
- 8 ବର୍ତ୍ତମାନ ଏବଂ ସବୁଦିନ ପାଇଁ ୟିବା ଆସିବା ବେଳେ ସଦାପ୍ରଭୁ ତୁମ୍ଭକୁ ରକ୍ଷା କରିବେ।
Psalms 121
- Details
- Parent Category: Old Testament
- Category: Psalms
ଗୀତସଂହିତା ଅଧ୍ୟାୟ 121