- 1 ସଦାପ୍ରଭୁ, ମୁଁ ତୁମ୍ଭକୁ ଚାହିଁ, ପ୍ରାର୍ଥନା କରେ। ତୁମ୍ଭେ ସ୍ବର୍ଗରେ ରାଜାପରି ବସ।
- 2 କ୍ରୀତଦାସମାନେ ସମାନଙ୍କେ ଆବଶ୍ଯକ ଦ୍ରବ୍ଯ ପାଇଁ ତାଙ୍କର କର୍ତ୍ତାଙ୍କ ଉପରେ ନିର୍ଭର କରନ୍ତି।
- 3 ଠିକ୍ ସହେିପରି, ଆମ୍ଭେ ଆପଣା ସଦାପ୍ରଭୁ ପରମେଶ୍ବରଙ୍କଠାରେ ନିର୍ଭର କରୁ। ଆମ୍ଭେ ପରମେଶ୍ବରଙ୍କ ପାଇଁ ଅପେକ୍ଷା କରୁ, ଆମ୍ଭକୁ ଦୟା ଦଖାେଅ।
- 4 ଆମ୍ଭମାନଙ୍କ ପ୍ରତି ଦୟାଶୀଳ ହୁଅ, ସଦାପ୍ରଭୁ, ଆମ୍ଭମାନଙ୍କ ପ୍ରତି ଦୟାଶୀଳ ହୁଅ !ଆମ୍ଭମାନେେ ଦୀର୍ଘ ସମୟ ଅପମାନିତ ହାଇେଅଛୁ। [5] ସହେି ଅଳସୁଆ ଓ ଅହଙ୍କାରୀମାନଙ୍କଠାରୁ ଆମ୍ଭକୁ ବହୁତ ଅପମାନ ଓ ଘୃଣ୍ଯ ବାକ୍ଯସବୁ ମିଳିଅଛି।
Psalms 123
- Details
- Parent Category: Old Testament
- Category: Psalms
ଗୀତସଂହିତା ଅଧ୍ୟାୟ 123