- 1 ସଦାପ୍ରଭୁ ୟଦି ଆମ୍ଭମାନଙ୍କର ସପକ୍ଷ ହାଇେ ନ ଥାନ୍ତେ ତବେେ ଆମ୍ଭମାନଙ୍କ ପ୍ରତି କ'ଣ ହାଇେଥାନ୍ତା ? ଇଶ୍ରାୟେଲ ଆମ୍ଭମାନଙ୍କୁ ଉତ୍ତର ଦିଅ।
- 2 କ'ଣ ହାଇେଥାନ୍ତା ଆମ୍ଭମାନଙ୍କର ୟଦି ସଦାପ୍ରଭୁ ଆମ୍ଭମାନଙ୍କର ସପକ୍ଷ ହାଇେ ନ ଥାନ୍ତେ। ଯେତବେେଳେ ଆମ୍ଭ ପ୍ରତିପକ୍ଷଗଣ ଆମ୍ଭମାନଙ୍କୁ ଆକ୍ରମଣ କରିଥିଲେ ?
- 3 ଆମ୍ଭମାନଙ୍କ ବିରୁଦ୍ଧରେ ସମାନଙ୍କେ କୋପ ପ୍ରଜ୍ଜ୍ବଳିତ ହବୋ ବେଳେ ସମାନେେ ଆମ୍ଭମାନଙ୍କୁ ସଜୀବ ଗ୍ରାସ କରିଥା'ନ୍ତେ।
- 4 ଆମ୍ଭମାନଙ୍କ ଶତ୍ରୁ ସୈନ୍ଯମାନେ ଆମ୍ଭମାନଙ୍କୁ ଜଳରାଶି ପରି ମଗ୍ନ କରିଥାନ୍ତେ। ଷୋର୍ତ ଆମ୍ଭମାନଙ୍କର ପ୍ରାଣ ଉପର ଦଇେ ୟାଇଥା'ନ୍ତା।
- 5 ଗଜୁର୍ଥିବା ଜଳରାଶି ଆମ୍ଭକୁ ବୁଡ଼ାଇ ଦଇେଥା'ନ୍ତା।
- 6 ସଦାପ୍ରଭୁଙ୍କର ପ୍ରଶଂସା କର। ସେ ଆମ୍ଭମାନଙ୍କୁ ସମାନଙ୍କେର ଦାନ୍ତର ଶିକାର ହବୋକୁ ନାହାନ୍ତି।
- 7 ଆମ୍ଭମାନେେ ହେଉଛୁ ଜାଲରେ ପଡ଼ିଥିବା ଚଢ଼ଇମାନଙ୍କେ ପରି, ଯେଉଁମାନେ ଜାଲରୁ ରକ୍ଷା ପାଇଥା'ନ୍ତି। ତା'ପରେ ଜାଲ ଛିଣ୍ଡିଗଲା ଓ ଆମ୍ଭମାନେେ ରକ୍ଷା ପାଇଗଲୁ।
- 8 ଆମ୍ଭମାନଙ୍କର ସାହାୟ୍ଯ ସଦାପ୍ରଭୁଙ୍କଠାରୁ ଆସିଲା, ୟିଏ ସ୍ବର୍ଗ ଓ ପୃଥିବୀକୁ ନିର୍ମାଣ କଲେ।
Psalms 124
- Details
- Parent Category: Old Testament
- Category: Psalms
ଗୀତସଂହିତା ଅଧ୍ୟାୟ 124